ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ମାନ୍ୟବର କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂହ ଜୀ ଓଡ଼ିଶା ଗସ୍ତ ସଫଳତାର ସହ ଶେଷ କରି ଫେରିବା ଅବସରରେ ଭୁବନେଶ୍ୱର ବିମାନବନ୍ଦରରେ ତାଙ୍କୁ ବିଦାୟ ସମ୍ବର୍ଦ୍ଧନା ଜଣାଇଛନ୍ତି ।
17 Mar, 2026

​ଆଦରଣୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୀଙ୍କ 'ପୂର୍ବୋଦୟ' ପରିକଳ୍ପନାକୁ ସାକାର କରିବା ସହ ଏକ ସୁରକ୍ଷିତ ଓ ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ତାଙ୍କର ମାର୍ଗଦର୍ଶନ ଆମପାଇଁ ସର୍ବଦା ପ୍ରେରଣାଦାୟୀ। 

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |