ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମହିଳା ଦୃଷ୍ଟିବାଧିତ ଟି୨୦ ବିଶ୍ୱକପ୍  ୨୦୨୫ର ଓଡ଼ିଶା ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇବା ସହ ସମ୍ବର୍ଦ୍ଧିତ କରିଛନ୍ତି।
01 Dec, 2025

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମହିଳା ଦୃଷ୍ଟିବାଧିତ ଟି୨୦ ବିଶ୍ୱକପ୍ ୨୦୨୫ର ଓଡ଼ିଶା ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇବା ସହ ସମ୍ବର୍ଦ୍ଧିତ କରିଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମହିଳା ଦୃଷ୍ଟିବାଧିତ ଟି୨୦ ବିଶ୍ୱକପ୍  ୨୦୨୫ର ଓଡ଼ିଶା ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇବା ସହ ସମ୍ବର୍ଦ୍ଧିତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କ୍ରୀଡ଼ାବିତମାନଙ୍କ ପ୍ରଦର୍ଶନର ଉଚ୍ଚ ପ୍ରଶଂସା କରିବା ସହ ସେମାନଙ୍କ ସଫଳତା ଅନ୍ୟମାନଙ୍କ ପାଇଁ ପ୍ରେରଣା ବୋଲି କହିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |