ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ଚଳିତ CBSE ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ, ଲୋକସେବା ଭବନରେ ଭେଟିଛନ୍ତି।
16 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ଚଳିତ CBSE ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ, ଲୋକସେବା ଭବନରେ ଭେଟିଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ଚଳିତ CBSE ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ, ଲୋକସେବା ଭବନରେ ଭେଟିଛନ୍ତି। ଉଲ୍ଲେଖନୀୟ ସଫଳତା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଉଭୟଙ୍କୁ ଅଭିନନ୍ଦନ ଜଣାଇ ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |