ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ସିଆଇଆଇ, ଓଡ଼ିଶା ଚାପ୍ଟର ର ଅଧ୍ୟକ୍ଷ ଶ୍ରୀ ଅନୀଲ ସିଂ ଏବଂ ଉପାଧ୍ୟକ୍ଷ ଶ୍ରୀ ମଣିକାନ୍ତ ନାୟକ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।
22 May, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ସିଆଇଆଇ, ଓଡ଼ିଶା ଚାପ୍ଟର ର ଅଧ୍ୟକ୍ଷ ଶ୍ରୀ ଅନୀଲ ସିଂ ଏବଂ ଉପାଧ୍ୟକ୍ଷ ଶ୍ରୀ ମଣିକାନ୍ତ ନାୟକ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ସିଆଇଆଇ, ଓଡ଼ିଶା ଚାପ୍ଟର ର ଅଧ୍ୟକ୍ଷ ଶ୍ରୀ ଅନୀଲ ସିଂ ଏବଂ ଉପାଧ୍ୟକ୍ଷ ଶ୍ରୀ ମଣିକାନ୍ତ ନାୟକ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ଓଡ଼ିଶାରେ ଆଗାମୀ ସିଆଇଆଇ ପୂର୍ବାଞ୍ଚଳ ପରିଷଦର ସମ୍ମିଳନୀ ଆୟୋଜନ ସଂପର୍କରେ ଆଲୋଚନା କରିଛନ୍ତି। 

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |