ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ସମ୍ବଲପୁରର ବିଭିନ୍ନ ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା କମିଟିର ପ୍ରତିନିଧିମାନେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।
19 May, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ସମ୍ବଲପୁରର ବିଭିନ୍ନ ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା କମିଟିର ପ୍ରତିନିଧିମାନେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ସମ୍ବଲପୁରର ବିଭିନ୍ନ ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା କମିଟିର ପ୍ରତିନିଧିମାନେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ କମିଟିର ସଦସ୍ୟମାନେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଆଗାମୀ  ଶୀତଳଷଷ୍ଠୀ ଯାତ୍ରା ପାଇଁ ନିମନ୍ତ୍ରଣ ଦେବା ସହ ଉତ୍ସବର ଆୟୋଜନ ସମ୍ପର୍କରେ ଆଲୋଚନା କରିଛନ୍ତି। ଓଡ଼ିଶାର ଏହି ମହାନ ଗଣପର୍ବର ଉତ୍ତମ ପରିଚାଳନା ଏବଂ ସାଂସ୍କୃତିକ ଐତିହ୍ୟର ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ ସମସ୍ତ ପ୍ରକାର ସହଯୋଗ ରହିବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |