ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀଠାରେ ନୂତନ ଓଡ଼ିଶା ଭବନର ନିର୍ମାଣ ପାଇଁ ଶିଳାନ୍ୟାସ କରିଛନ୍ତି ।
26 Feb, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀଠାରେ ନୂତନ ଓଡ଼ିଶା ଭବନର ନିର୍ମାଣ ପାଇଁ ଶିଳାନ୍ୟାସ କରିଛନ୍ତି ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀଠାରେ ନୂତନ ଓଡ଼ିଶା ଭବନର ନିର୍ମାଣ ପାଇଁ ଶିଳାନ୍ୟାସ କରିଛନ୍ତି । ଏହି ନୂତନ ଭବନର ନିର୍ମାଣ ଶୈଳୀରେ ଓଡ଼ିଶାର ସମୃଦ୍ଧ ଐତିହ୍ୟ, କଳା ଓ ସଂସ୍କୃତିର ପ୍ରତିଫଳନ ଦେଖିବାକୁ ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ନୂଆଦିଲ୍ଲୀ ସହିତ ଦେଶର ବିଭିନ୍ନ ସହରରେ ଓଡ଼ିଶାର ପ୍ରଶାସନିକ ସମନ୍ୱୟ ଓ ସାଂସ୍କୃତିକ ସମ୍ପର୍କ ସୁଦୃଢ଼ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଓଡ଼ିଶା ଭବନ ନିର୍ମାଣ ଯୋଜନା କରିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |