ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଓଡ଼ିଶାର ଅନନ୍ୟ ସାରସ୍ୱତ ପ୍ରତିଭା, ବରେଣ୍ୟ କବି ପଦ୍ମଶ୍ରୀ ଡକ୍ଟର ହଳଧର ନାଗଙ୍କୁ ଜନ୍ମଦିନ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।
31 Mar, 2026

ଆମ କଳା, ସାହିତ୍ୟ ଓ ସଂସ୍କୃତିକୁ ସମୃଦ୍ଧ କରିବାରେ ତାଙ୍କର ଅତୁଳନୀୟ ଅବଦାନ ସଦା ପ୍ରେରଣାଦାୟୀ। ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ମାଆ ସମଲେଶ୍ୱରୀଙ୍କ ନିକଟରେ ତାଙ୍କର ସୁସ୍ଥ, ନିରାମୟ ଓ ଦୀର୍ଘ ଜୀବନ କାମନା କରୁଛି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |