ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପାରାଦ୍ବୀପରେ ଆଗାମୀ ଦିନରେ ହେବାକୁ ଥିବା ବିଭିନ୍ନ ବୃହତ୍ ଶିଳ୍ପ ପ୍ରତିଷ୍ଠା ସମ୍ପର୍କରେ ଏକ ସମୀକ୍ଷା ବୈଠକ କରିଛନ୍ତି।
15 Mar, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପାରାଦ୍ବୀପରେ ଆଗାମୀ ଦିନରେ ହେବାକୁ ଥିବା ବିଭିନ୍ନ ବୃହତ୍ ଶିଳ୍ପ ପ୍ରତିଷ୍ଠା ସମ୍ପର୍କରେ ଏକ ସମୀକ୍ଷା ବୈଠକ କରିଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପାରାଦ୍ବୀପରେ ଆଗାମୀ ଦିନରେ ହେବାକୁ ଥିବା ବିଭିନ୍ନ ବୃହତ୍ ଶିଳ୍ପ ପ୍ରତିଷ୍ଠା ସମ୍ପର୍କରେ ଏକ ସମୀକ୍ଷା ବୈଠକ କରିଛନ୍ତି। ପାରାଦ୍ଵୀପ ପୋର୍ଟର ସମ୍ପ୍ରସାରଣ, ଜାହାଜ ନିର୍ମାଣ ଓ ମରାମତି କାରଖାନା,ବନ୍ଦର ବିକାଶ ପାଇଁ ଆବଶ୍ୟକ ବିଭିନ୍ନ ପ୍ରକଳ୍ପ ବିଷୟରେ ବୈଠକରେ ବିସ୍ତୃତ ଭାବେ ଆଲୋଚନା ହୋଇଛି।
ପାରାଦ୍ବୀପରେ ବିକଶିତ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପର ସମୀକ୍ଷା ସହ ପାରାଦ୍ଵୀପ ପେଟ୍ରୋ କେମିକାଲ ପ୍ରକଳ୍ପ , ଇଣ୍ଟିଗ୍ରେଟେଡ ଷ୍ଟିଲ ପ୍ରୋଜେକ୍ଟ ପ୍ରତିଷ୍ଠା ସହିତ  ଏସବୁ ପ୍ରକଳ୍ପ ଗୁଡିକର ଭୂମି ଅଧିଗ୍ରହଣ ଠାରୁ ଆରମ୍ଭ କରି ବିଭିନ୍ନ ଅନୁମୋଦନ ଏବଂ ଅନ୍ୟାନ୍ୟ ସମସ୍ତ କାର୍ଯ୍ୟ ବିଷୟରେ ବୈଠକରେ ଆଲୋଚନା ହୋଇଥିଲା।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |