ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସୋଆ ବିଶ୍ୱବିଦ୍ୟାଳୟରେ ଆୟୋଜିତ 'My India Budget Quest 2026' କାର୍ଯ୍ୟକ୍ରମରେ ଆଭାସୀ ମାଧ୍ୟମରେ ଯୋଗ ଦେଇଛନ୍ତି।
13 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସୋଆ ବିଶ୍ୱବିଦ୍ୟାଳୟରେ ଆୟୋଜିତ 'My India Budget Quest 2026' କାର୍ଯ୍ୟକ୍ରମରେ ଆଭାସୀ ମାଧ୍ୟମରେ ଯୋଗ ଦେଇଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସୋଆ ବିଶ୍ୱବିଦ୍ୟାଳୟରେ ଆୟୋଜିତ 'My India Budget Quest 2026' କାର୍ଯ୍ୟକ୍ରମରେ ଆଭାସୀ ମାଧ୍ୟମରେ ଯୋଗ ଦେଇଛନ୍ତି। ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କୁ ଉଦବୋଧନ ଦେବା ସହିତ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ସାମିଲ ହୋଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |