ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଧାନ ସଂଗ୍ରହ ପ୍ରକ୍ରିୟା ସମ୍ପର୍କରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।
25 Dec, 2025

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଧାନ ସଂଗ୍ରହ ପ୍ରକ୍ରିୟା ସମ୍ପର୍କରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଧାନ ସଂଗ୍ରହ ପ୍ରକ୍ରିୟା ସମ୍ପର୍କରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଧାନ ସଂଗ୍ରହରେ ସମ୍ପୂର୍ଣ୍ଣ ସ୍ୱଚ୍ଛତା ରହିବା ଏବଂ କୌଣସି ପରିସ୍ଥିତିରେ ଚାଷୀଙ୍କ ଅଧିକାର କ୍ଷୁର୍ଣ୍ଣ ନହେବା ନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ସମେତ କ୍ୟାବିନେଟ ମନ୍ତ୍ରୀ ଏବଂ ରାଜ୍ୟ କ୍ୟାବିନେଟର ଅନ୍ୟାନ୍ୟ ସଦସ୍ୟ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ, ଯୋଗାଣ ବିଭାଗର ମୁଖ୍ୟ ପ୍ରଶାସକ, କୃଷି ବିଭାଗର ପ୍ରମୁଖ ପ୍ରଶାସକ ସଚିବ ଉପସ୍ଥିତ ଥିଲେ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |