ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ 8ଟି ବିଭାଗର ୧୧ଟି ପ୍ରସ୍ତାବକୁ ମଞ୍ଜୁରୀ ଦିଆଯାଇଛି।
10 Jan, 2026

କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି:

✔ ଓଡ଼ିଶା ଦକ୍ଷତା ବିକାଶ ପ୍ରକଳ୍ପ (OSDP)ର ଦ୍ୱିତୀୟ ପର୍ଯ୍ୟାୟକୁ ଅନୁମୋଦନ

✔ ବ୍ରହ୍ମପୁର ଏବଂ ସମ୍ବଲପୁରରେ ନୂତନ କ୍ୟାମ୍ପସ ସହିତ ଭୁବନେଶ୍ୱର ବିଶ୍ୱ ଦକ୍ଷତା କେନ୍ଦ୍ରର ସମ୍ପ୍ରସାରଣ

✔ ସମନ୍ୱିତ ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପ ଅଧୀନରେ ୫୭,୦୦୦ ହେକ୍ଟର ଚାଷ ଜମି ପାଇଁ ଭୂତଳ ପାଇପଲାଇନ ଜଳସେଚନ ବ୍ୟବସ୍ଥା, ୩୧୦ କୋଟିରୁ ଅଧିକ ପ୍ରକଳ୍ପ ମୂଲ୍ୟ ମଞ୍ଜୁର

✔ ଗଞ୍ଜାମ ଜିଲ୍ଲାରେ ୬,୩୪୩ ହେକ୍ଟର ଚାଷ ଜମି ପାଇଁ ଜଳସେଚନ ସୁବିଧା, ୧୯୦ କୋଟିରୁ ଅଧିକ ପ୍ରକଳ୍ପ ମୂଲ୍ୟ ମଞ୍ଜୁର

✔ ଓଡ଼ିଶା ପର୍ଯ୍ୟଟନ ନୀତି, ୨୦୨୨ ରେ ସଂଶୋଧନ

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |