ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ଏଚ୍.ପି.ଭି. ଟୀକାକରଣ ଅଭିଯାନର ଶୁଭାରମ୍ଭ କରିଛନ୍ତି ।
28 Feb, 2026

ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ଏଚ୍.ପି.ଭି. ଟୀକାକରଣ ଅଭିଯାନର ଶୁଭାରମ୍ଭ କରିଛନ୍ତି ।

ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ଏଚ୍.ପି.ଭି. ଟୀକାକରଣ ଅଭିଯାନର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ କୃଷି ଭବନରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି । ଏଥିସହ ରାଜ୍ୟରେ ଜରୁରୀକାଳୀନ ସ୍ବାସ୍ଥ୍ୟସେବାକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ୨୮ଟି ନୂତନ ୧୦୮ ଆମ୍ବୁଲାନ୍ସର ଲୋକାର୍ପଣ କରିଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |