ମାନ୍ୟବର ରାଷ୍ଟ୍ରପତି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରଠାରେ  ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି।
19 Jun, 2026

ମାନ୍ୟବର ରାଷ୍ଟ୍ରପତି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରଠାରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି।

ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତ ଅବସରରେ ମୟୂରଭଞ୍ଜଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବାକୁ ଯାଉଛନ୍ତି । ଏହି ଅବସରରେ ମାନ୍ୟବର ରାଷ୍ଟ୍ରପତି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରଠାରେ  ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି। 

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧