ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ମୟୂରଭଞ୍ଜ ଜିଲ୍ଲାସ୍ଥିତ ମହୁଲଡିହା ସରକାରୀ ଏସ୍.ଏସ୍.ଡି ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଭଞ୍ଜବୀର ସୁନାରାମ ସୋରେନଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବା ସହ ବିଦ୍ୟାର୍ଥୀଙ୍କ ସହ ବାର୍ତ୍ତାଳପ କରିଛନ୍ତି।
04 Feb, 2026

ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ମୟୂରଭଞ୍ଜ ଜିଲ୍ଲାସ୍ଥିତ ମହୁଲଡିହା ସରକାରୀ ଏସ୍.ଏସ୍.ଡି ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଭଞ୍ଜବୀର ସୁନାରାମ ସୋରେନଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବା ସହ ବିଦ୍ୟାର୍ଥୀଙ୍କ ସହ ବାର୍ତ୍ତାଳପ କରିଛନ୍ତି। ମାନ୍ୟବର ରାଜ୍ୟପାଳ ଡ଼ ହରି ବାବୁ କମ୍ଭମପାଟି ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ଅବସରରେ ଉପସ୍ଥିତ ଅଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |