ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରଠାରେ ଏମ୍ସ ଭୁବନେଶ୍ୱର ସହାଭାଗିତାରେ ଆୟୋଜିତ ସ୍ୱାସ୍ଥ୍ୟ ଶିବିରର ଶୁଭାରମ୍ଭ ଅବସରରେ ଯୋଗ ଦେଇଛନ୍ତି ।
19 Jun, 2026

ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରଠାରେ ଏମ୍ସ ଭୁବନେଶ୍ୱର ସହାଭାଗିତାରେ ଆୟୋଜିତ ସ୍ୱାସ୍ଥ୍ୟ ଶିବିରର ଶୁଭାରମ୍ଭ ଅବସରରେ ଯୋଗ ଦେଇଛନ୍ତି ।

ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରଠାରେ ଏମ୍ସ ଭୁବନେଶ୍ୱର ସହାଭାଗିତାରେ ଆୟୋଜିତ ସ୍ୱାସ୍ଥ୍ୟ ଶିବିରର ଶୁଭାରମ୍ଭ ଅବସରରେ ଯୋଗ ଦେଇଛନ୍ତି । ଏହି ଅବସରରେ  ମାନ୍ୟବର ରାଷ୍ଟ୍ରପତିଙ୍କ ସହିତ ରାଜ୍ୟପାଳ ଡ଼. ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ରହିଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧