ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାରର ଖୁବ୍ ଶୀଘ୍ର ଗଣତି-ମଣତି ଆରମ୍ଭ ନେଇ ଲୋକସେବା ଭବନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା ହୋଇଛି।
16 Feb, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାରର ଖୁବ୍ ଶୀଘ୍ର ଗଣତି-ମଣତି ଆରମ୍ଭ ନେଇ ଲୋକସେବା ଭବନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା ହୋଇଛି।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାରର ଖୁବ୍ ଶୀଘ୍ର ଗଣତି-ମଣତି ଆରମ୍ଭ ନେଇ ଲୋକସେବା ଭବନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା ହୋଇଛି। ଗଣତି-ମଣତି ପାଇଁ ସମ୍ପୂର୍ଣ୍ଣ ପ୍ରକ୍ରିୟାର SOP ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ବାରା ପ୍ରସ୍ତୁତ କରାଯାଇଛି। ସରକାରଙ୍କ ଅନୁମୋଦନ ପରେ ଏହା ଆରମ୍ଭ କରାଯିବ। କଡ଼ା ସୁରକ୍ଷା ମଧ୍ୟରେ ସମ୍ପୂର୍ଣ୍ଣ ସ୍ୱଚ୍ଛତାର ସହ ଏହି ପ୍ରକ୍ରିୟା କାର୍ଯ୍ୟକାରୀ କରାଯିବ।
ବୈଠକରେ ପୂର୍ତ୍ତ ଓ ଆଇନ ମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା, ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଆଇନ ବିଭାଗର ପ୍ରମୁଖ ଶାସନ ସଚିବ ଏବଂ ପୁରୀ ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ।
 

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |