ମହିଳା ସଶକ୍ତିକରଣ ଉପରେ ରଚନା ଲେଖି ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ମନ୍ କୀ ବାତ୍ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପ୍ରଶଂସିତ ହୋଇଥିବା କେନ୍ଦ୍ରାପଡ଼ାର ଓମ୍ ପ୍ରକାଶ ରଥ ମାନ୍ୟବର ମୁଖମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ଭେଟିଛନ୍ତି।
03 Apr, 2026

ମହିଳା ସଶକ୍ତିକରଣ ଉପରେ ରଚନା ଲେଖି ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ମନ୍ କୀ ବାତ୍ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପ୍ରଶଂସିତ ହୋଇଥିବା କେନ୍ଦ୍ରାପଡ଼ାର ଓମ୍ ପ୍ରକାଶ ରଥ ମାନ୍ୟବର ମୁଖମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ଭେଟିଛନ୍ତି। ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ତାଙ୍କୁ ସମ୍ବର୍ଦ୍ଧିତ କରିବା ସହ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |