ମୁଖ୍ୟମନ୍ତ୍ରୀଙ୍କ ୧୭ତମ ପାଳି ଅଭିଯୋଗ ଶୁଣାଣି
09 Feb, 2026

ମୁଖ୍ୟମନ୍ତ୍ରୀଙ୍କ ୧୭ତମ ପାଳି ଅଭିଯୋଗ ଶୁଣାଣି

✅ ୧୬ତମ ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ୯୪ ପ୍ରତିଶତ ଅଭିଯୋଗର ସମାଧାନ 
✅ ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସମସ୍ୟା ଓ ଅଭିଯୋଗ ଶୁଣି ସମାଧାନ ପାଇଁ ତ୍ୱରିତ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ 
"ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ହେଉଛି ଆମ ସରକାରଙ୍କର ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ । ଚଳିତ ନୂଆ ବର୍ଷରେ ପ୍ରଶାସନକୁ ଅଧିକ ଲୋକଭିମୁଖୀ କରିବା ପାଇଁ ଦିଆଯାଇଥିବା ୧୫ ଦଫା ନିର୍ଦ୍ଦେଶାବଳୀ ମଧ୍ୟରେ ଅଭିଯୋଗ ଶୁଣାଣି ପ୍ରକ୍ରିୟା ଉପରେ ସର୍ବାଧିକ ଗୁରୁତ୍ବ ଦିଆଯାଇଛି।  ରାଜ୍ୟସ୍ତରରେ ନିୟମିତ ଅଭିଯୋଗ ଶୁଣାଣି ହେଉଥିବାରୁ ଜିଲ୍ଲାସ୍ତରରେ ମଧ୍ୟ ଏହାର ସୁଫଳ ପରିଲକ୍ଷିତ ହେଉଛି। ଅଭିଯୋଗ ଶୁଣାଣି ବ୍ୟବସ୍ଥା ସାରା ରାଜ୍ୟରେ ଏକ ନିୟମିତ ପ୍ରଶାସନିକ ପ୍ରକ୍ରିୟାରେ ପରିଣତ ହୋଇଛି।"

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |