• ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ରାଜ୍ୟପାଳ
  • ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ରାଜ୍ୟପାଳ
  • ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ରାଜ୍ୟପାଳ
06 Aug, 2026

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ରାଜ୍ୟପାଳ

ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ ସୌଜନ୍ୟମୂଳକ ସାକ୍ଷାତ୍‌କାର ଅବସରରେ ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରମେନ ଡେକାଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସ୍ୱାଗତ କରିଥିଲେ । 
ଏହି ଆଲୋଚନା କାଳରେ ଦୁଇ ରାଜ୍ୟ ମଧ୍ୟରେ ଆନ୍ତଃରାଜ୍ୟ ସହଯୋଗ, ପାରସ୍ପରିକ ବିକାଶ, ଆଞ୍ଚଳିକ ସଂଯୋଗୀକରଣ ଏବଂ ଛତିଶଗଡ଼ରେ ରହୁଥିବା ଓଡ଼ିଆ ସମ୍ପ୍ରଦାୟର କଲ୍ୟାଣ ଓ ସାଂସ୍କୃତିକ ଆଦାନପ୍ରଦାନ ସମ୍ପର୍କରେ ସକାରାତ୍ମକ ଆଲୋଚନା ହୋଇଥିଲା । 
 

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |