• ମୟୂରଭଞ୍ଜର ବିକାଶମୂଳକ ପ୍ରସଙ୍ଗ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ସାଂସଦ ଓ ବିଧାୟକଙ୍କ ଆଲୋଚନା
24 Aug, 2026

ମୟୂରଭଞ୍ଜର ବିକାଶମୂଳକ ପ୍ରସଙ୍ଗ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ସାଂସଦ ଓ ବିଧାୟକଙ୍କ ଆଲୋଚନା

ମୟୂରଭଞ୍ଜର ସାଂସଦ ମାନ୍ୟବର ଶ୍ରୀ ନବ ଚରଣ ମାଝୀ ଅନ୍ୟାନ୍ୟ ମାନ୍ୟବର ବିଧାୟକମାନଙ୍କ ସହ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଥିଲେ । ଏହି ଅବସରରେ ଅଞ୍ଚଳର ବିଭିନ୍ନ ଉନ୍ନୟନମୂଳକ ପଦକ୍ଷେପ ସମ୍ପର୍କରେ ଆଲୋଚନା କରିଥିଲେ ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |