ଓଡ଼ିଶା ଦକ୍ଷତା ପ୍ରତିଯୋଗିତାର ସମାପନୀ ସମାରୋହ।
09 Jan, 2026

ଓଡ଼ିଶା ଦକ୍ଷତା ପ୍ରତିଯୋଗିତାର ସମାପନୀ ସମାରୋହ।

ଓଡ଼ିଶା ଦକ୍ଷତା ପ୍ରତିଯୋଗିତାର ସମାପନୀ ସମାରୋହ।

✅ଦକ୍ଷତା (Skill)ର ସମସ୍ତ ସ୍ତରରେ ଉତ୍କର୍ଷତା ହାସଲ କରିବା ହେଉଛି ସରକାରଙ୍କ ଲକ୍ଷ୍ୟ

✅୪୭ଟି ITI ହେବ ସେଣ୍ଟର ଅଫ୍ ଏକ୍‌ସେଲେନ୍ସ, ଓ ୯ଟି ITIରେ AI Lab

✅୫୪ ଜଣଙ୍କୁ ସ୍ବର୍ଣ୍ଣ, ୫୩ ଜଣଙ୍କୁ ରୌପ୍ୟ ଏବଂ ୫୦ ଜଣଙ୍କୁ ମିଳିଲା ବ୍ରୋଞ୍ଜ ପଦକ

"ଓଡ଼ିଶାରେ ଏବେ ବ୍ୟାପକ ଶିଳ୍ପାୟନ ପ୍ରକ୍ରିୟା ଆରମ୍ଭ ହୋଇଛି। ନିଜକୁ କୌଣସି କ୍ଷେତ୍ରରେ ଦକ୍ଷ କରାନ୍ତୁ, ଦେଖିବେ ଆମରି ଓଡ଼ିଶାରେ ହିଁ ଆପଣଙ୍କୁ ନିଯୁକ୍ତି ମିଳିବ କାରଣ ଦକ୍ଷତା କ୍ଷେତ୍ରର ସମସ୍ତ ସ୍ତରରେ ଉତ୍କର୍ଷତା ହାସଲ କରିବା ହେଉଛି ଆମର ଲକ୍ଷ୍ୟ" ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଓଡ଼ିଶା ଦକ୍ଷତା ପ୍ରତିଯୋଗିତା ୨୦୨୫-୨୬ର ସମାପନୀ ସମାରୋହରେ ରାଜ୍ୟର ଦକ୍ଷ ଓ ଯୁବ କୁଶଳୀ ଛାତ୍ରଛାତ୍ରୀମାନଙ୍କୁ ଉଦ୍‌ବୋଧନ ଦେଇ କହିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |