ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।
17 Apr, 2026

ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ଅନୁଗୋଳ ଗସ୍ତ ଅବସରରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲି।
ସରଳତା ଏବଂ ନିଷ୍ଠାର ପ୍ରତୀକ ନବବାବୁଙ୍କ ଆଦର୍ଶ ଓଡ଼ିଶାବାସୀଙ୍କ ପାଇଁ ସର୍ବଦା ପ୍ରେରଣାର ଉତ୍ସ। ଜଣେ ସଚ୍ଚୋଟ ଜନନାୟକ ଭାବେ ଲୋକଙ୍କ ସେବା ପାଇଁ ତାଙ୍କର ଯେଉଁ ସମର୍ପଣ ଭାବ ଥିଲା, ତାହା ଆମ ସମସ୍ତଙ୍କୁ ଏକ ବିକଶିତ ଓଡ଼ିଶା ଗଠନ ଦିଗରେ ମାର୍ଗଦର୍ଶନ କରାଉଛି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |