ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଧାନସଭା ପରିସରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।
17 Apr, 2026

ବିଶିଷ୍ଟ ଜନନେତା ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଆଜି ବିଧାନସଭା ପରିସରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲି। ତାଙ୍କର ଦୂରଦର୍ଶୀ ଚିନ୍ତାଧାରା ଏବଂ ସାହସିକତା ଆମ ସମସ୍ତଙ୍କ ପାଇଁ ସଦାସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ  ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |