• ଓଡ଼ିଶାର ରାଜ୍ୟପାଳ ଭାବେ ଶ୍ରୀ ବ୍ରଜମୋହନ ରାମଙ୍କ ଶପଥ ଗ୍ରହଣ

18 Oct, 2026

ଓଡ଼ିଶାର ରାଜ୍ୟପାଳ ଭାବେ ଶ୍ରୀ ବ୍ରଜମୋହନ ରାମଙ୍କ ଶପଥ ଗ୍ରହଣ

ଲୋକ ଭବନର ଅଭିଷେକ ହଲ୍‌ଠାରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ଶ୍ରୀ ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି। ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ୍ ଟଣ୍ଡନ୍ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏହି ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସମେତ ଅନ୍ୟାନ୍ୟ ଅତିଥି ଉପସ୍ଥିତ ଥିଲେ ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |