ପଶ୍ଚିମ ଏସିଆ ପରିସ୍ଥିତି ପରିପ୍ରେକ୍ଷୀରେ ରାଜ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଶୃଙ୍ଖଳା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳମାନଙ୍କ ସହିତ ଆଲୋଚନା କରିଛନ୍ତି।
30 Mar, 2026

ପଶ୍ଚିମ ଏସିଆ ପରିସ୍ଥିତି ପରିପ୍ରେକ୍ଷୀରେ ରାଜ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଶୃଙ୍ଖଳା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳମାନଙ୍କ ସହିତ ଆଲୋଚନା କରିଛନ୍ତି।

ପଶ୍ଚିମ ଏସିଆ ପରିସ୍ଥିତି ପରିପ୍ରେକ୍ଷୀରେ ରାଜ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଶୃଙ୍ଖଳା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳମାନଙ୍କ ସହିତ ଆଲୋଚନା କରିଛନ୍ତି। ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ଅଛି, ସପ୍ଲାଇଚେନ୍‌କୁ ଶୃଙ୍ଖଳିତ କରାଯାଉଛି, ଜନସାଧାରଣ ବ୍ୟସ୍ତ ନ ହେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
✅ ଏନ୍‌ଫୋର୍ସମେଣ୍ଟ ସ୍କ୍ୱାଡ୍‌କୁ ୨୪ ଘଣ୍ଟିଆ ଆକ୍ସନ୍ ମୋଡ୍‌ରେ ରଖିବାକୁ ନିର୍ଦ୍ଦେଶ
✅ ଜିଲ୍ଲାପାଳମାନେ ମାର୍କେଟ ସ୍ଥିତି ଅନୁଧ୍ୟାନ କରିବା ସହ ଅସାଧୁ ବେପାରୀଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
✅ ଜିଲ୍ଲାରେ ପେଟ୍ରୋଲ, ଡିଜେଲ, ଗ୍ୟାସ୍, ସାର ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକୀୟ ସାମଗ୍ରୀର ଉପଲବ୍‌ଧତା ସମ୍ପର୍କରେ ନିୟମିତ ମନିଟରିଂ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
✅ ଗୁଜବ ସୃଷ୍ଟିକାରୀଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ସୋସିଆଲ ମିଡିଆ ଉପରେ ସ୍ୱତନ୍ତ୍ର ଧ୍ୟାନ ରଖିବାକୁ ନିର୍ଦ୍ଦେଶ
✅ଟିମ୍ ସ୍ପିରିଟ୍‌ରେ ସମନ୍ୱୟ ରକ୍ଷା କରି କାମ କରିବାକୁ ପରାମର୍ଶ

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |