ରାଜ୍ୟରେ ମହିଳାମାନଙ୍କୁ ସଶକ୍ତ କରିବାରେ ସୁଭଦ୍ରା ଯୋଜନା ସଫଳ ହୋଇଛି ଓ ସେମାନଙ୍କୁ ଆର୍ଥିକ ସ୍ୱାଧୀନତା ପ୍ରଦାନ କରି ସ୍ୱତନ୍ତ୍ର ପରିଚୟ ଦେଇଛି।
08 Mar, 2026

ରାଜ୍ୟରେ ମହିଳାମାନଙ୍କୁ ସଶକ୍ତ କରିବାରେ ସୁଭଦ୍ରା ଯୋଜନା ସଫଳ ହୋଇଛି ଓ ସେମାନଙ୍କୁ ଆର୍ଥିକ ସ୍ୱାଧୀନତା ପ୍ରଦାନ କରି ସ୍ୱତନ୍ତ୍ର ପରିଚୟ ଦେଇଛି।

ରାଜ୍ୟରେ ମହିଳାମାନଙ୍କୁ ସଶକ୍ତ କରିବାରେ ସୁଭଦ୍ରା ଯୋଜନା ସଫଳ ହୋଇଛି ଓ ସେମାନଙ୍କୁ ଆର୍ଥିକ ସ୍ୱାଧୀନତା ପ୍ରଦାନ କରି ସ୍ୱତନ୍ତ୍ର ପରିଚୟ ଦେଇଛି। ସୁଭଦ୍ରା ଯୋଜନା ଆଜି ରାଜ୍ୟର ମହିଳାମାନଙ୍କ ପାଇଁ ଆତ୍ମବିଶ୍ୱାସ ଓ ଆତ୍ମନିର୍ଭରତାର ସ୍ରୋତ ହୋଇପାରିଛି ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୁରୀଠାରେ ସୁଭଦ୍ରା ଯୋଜନା ଅନ୍ତର୍ଗତ ଚତୁର୍ଥ କିସ୍ତି ପ୍ରଦାନ ତଥା  ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ କହିଛନ୍ତି। ଏଥି ସହ ମୁଖ୍ୟମନ୍ତ୍ରୀ ଏହି ଅବସରରେ IIM ସମ୍ବଲପୁର ଦ୍ୱାରା ପ୍ରସ୍ତୁତ ସୁଭଦ୍ରା ସମୀକ୍ଷା ରିପୋର୍ଟ ଉନ୍ମୋଚନ କରିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |