• ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ-୨୦୨୬: ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ
  • ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ-୨୦୨୬: ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ
  • ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ-୨୦୨୬: ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ
16 Aug, 2026

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ-୨୦୨୬: ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ

ଲୋକସେବା ଭବନ ସ୍ଥିତ କନ୍‌ଭେନ୍‌ସନ୍ ସେଣ୍ଟରଠାରେ ଆୟୋଜିତ 'ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ - ୨୦୨୬' ରେ ଯୋଗଦେଇ  ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଆଇନ ଶୃଙ୍ଖଳା ରକ୍ଷା, ଜନସାଧାରଣଙ୍କ ସୁରକ୍ଷା ଓ ନିରବଚ୍ଛିନ୍ନ ସେବା ପ୍ରଦାନ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ପାଇଁ ପୋଲିସ ଅଧିକାରୀ ଓ କର୍ମଚାରୀମାନଙ୍କୁ ପଦକ ପ୍ରଦାନ କରି ସମ୍ମାନିତ କରିଛନ୍ତି । ଏହି ଅବସରରେ  ମୁଖ୍ୟମନ୍ତ୍ରୀ ଲୋକଙ୍କ ସୁବିଧା ଓ ସୁରକ୍ଷା ପାଇଁ ସେମାନଙ୍କ ଅତୁଳନୀୟ ନିଷ୍ଠା, ତ୍ୟାଗ ଓ ଶ୍ରେଷ୍ଠତା ପ୍ରତି ପ୍ରତିବଦ୍ଧତାକୁ ଉଚ୍ଚ ପ୍ରଶଂସା କରିଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |