ରାଉରକେଲାଠାରେ ଆୟୋଜିତ ‘ଆଦି ପରବ ୨୦୨୬’ କାର୍ଯ୍ୟକ୍ରମରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ,ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ମାନ୍ୟବର କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଯୋଗ ଦେଇଛନ୍ତି।
21 Apr, 2026

ରାଉରକେଲାଠାରେ ଆୟୋଜିତ ‘ଆଦି ପରବ ୨୦୨୬’ କାର୍ଯ୍ୟକ୍ରମରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ,ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ମାନ୍ୟବର କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଯୋଗ ଦେଇଛନ୍ତି।

ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ରାଉରକେଲାଠାରେ ଆୟୋଜିତ ‘ଆଦି ପରବ ୨୦୨୬’ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଏହି ଅବସରରେ ମାନ୍ୟବର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି, ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ମାନ୍ୟବର କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଉପସ୍ଥିତ ଥିଲେ।  

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |