• ‘ସେବା ଫାଉଣ୍ଡେସନ୍’ର ଦିବ୍ୟାଙ୍ଗ ସଦସ୍ୟଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତ
  • ‘ସେବା ଫାଉଣ୍ଡେସନ୍’ର ଦିବ୍ୟାଙ୍ଗ ସଦସ୍ୟଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତ
  • ‘ସେବା ଫାଉଣ୍ଡେସନ୍’ର ଦିବ୍ୟାଙ୍ଗ ସଦସ୍ୟଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତ
  • ‘ସେବା ଫାଉଣ୍ଡେସନ୍’ର ଦିବ୍ୟାଙ୍ଗ ସଦସ୍ୟଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତ
18 Jul, 2026

‘ସେବା ଫାଉଣ୍ଡେସନ୍’ର ଦିବ୍ୟାଙ୍ଗ ସଦସ୍ୟଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତ

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହ କେନ୍ଦୁଝରର ‘ସେବା ଫାଉଣ୍ଡେସନ୍’ ସଂଗଠନର ପ୍ରାୟ ୫୦ ଜଣ ବାକ୍ ଶ୍ରବଣ ଶକ୍ତି ବାଧିତ ବାଳିକା ଓ ଶାରୀରିକ ଦିବ୍ୟାଙ୍ଗ ବ୍ୟକ୍ତି ସାକ୍ଷାତ କରିଛନ୍ତି । ଏହି ଅବସରରେ  ମୁଖ୍ୟମନ୍ତ୍ରୀଙ୍କ ସହ ସେମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ, ଦକ୍ଷତା ବିକାଶ ଏବଂ ଆତ୍ମନିର୍ଭରଶୀଳତାକୁ ନେଇ ଆଲୋଚନା ହୋଇଛି । ଲୋକଙ୍କ ସରକାର ପ୍ରତିଟି ଦିବ୍ୟାଙ୍ଗଙ୍କ ସାମାଜିକ ଓ ଆର୍ଥିକ ସୁରକ୍ଷା ପାଇଁ ଦୃଢ଼ ସଂକଳ୍ପବଦ୍ଧ ଏବଂ ସେମାନଙ୍କ ଭିତରେ ଥିବା ପ୍ରତିଭାକୁ ଉପଯୁକ୍ତ ସୁଯୋଗ ଦେଇ ଆତ୍ମନିର୍ଭରଶୀଳ କରିବା ସରକାରଙ୍କ ପ୍ରାଥମିକତା ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି ।
 

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧