ସମ୍ବଲପୁରରେ ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ହେଉଛି ମଜଭୁତ।
11 Jan, 2026

ସମ୍ବଲପୁରରେ ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ହେଉଛି ମଜଭୁତ।

ସମ୍ବଲପୁରରେ ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ହେଉଛି ମଜଭୁତ।

✅ ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

✅ ୨୧ କୋଟି ୨୮ ଲକ୍ଷ ଟଙ୍କା ବ୍ୟୟରେ ଅତ୍ୟାଧୁନିକ ଟ୍ରମା କେୟାର ଓ OPD ବିଲ୍‌ଡିଙ୍ଗ,

୨.୫୩ କୋଟି ଟଙ୍କା ବ୍ୟୟରେ CSSD ବିଲ୍‌ଡିଙ୍ଗ

✅ ଏଠାରେ ଆଧୁନିକ ପ୍ରଣାଳୀ ମାଧ୍ୟମରେ ବିଭିନ୍ନ ଚିକିତ୍ସା ସାମଗ୍ରୀ ଓ ଇକ୍ୟୁପ୍‌ମେଣ୍ଟକୁ ସଫା ଓ ଷ୍ଟେରିଲାଇଜ୍ କରାଯିବ।

"ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ମଜବୁତ କରିବା ଦିଗରେ ରାଜ୍ୟ ସରକାର ବିଭିନ୍ନ ଡାକ୍ତରଖାନାକୁ ଅପଗ୍ରେଡ୍ କରୁଥିବାବେଳେ, ସମ୍ବଲପୁର ଡାକ୍ତରଖାନାର ନୂଆ OPD ବିଲ୍‌ଡିଙ୍ଗ ଉଦ୍‌ଘାଟନ ମଧ୍ୟ ଏହାର ଏକ ଅଂଶ। ଏହି ସମସ୍ତ ନୂଆ ସ୍ୱାସ୍ଥ୍ୟ ଭିତ୍ତିଭୂମି ଦ୍ୱାରା ସମ୍ବଲପୁର ଜିଲ୍ଲାବାସୀଙ୍କୁ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଗୁଣାତ୍ମକ ଓ ଆଧୁନିକ ସେବା ମିଳିପାରିବ":- ମାନ୍ୟବର ମୁଖ୍ୟମନ୍ତ୍ରୀ

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |