• ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱବ୍ୟାପୀ ଭକ୍ତଙ୍କ ଆଧ୍ୟାତ୍ମିକ ଆସ୍ଥାକୁ ସମ୍ମାନ ଜଣାଇ ରାଜ୍ୟ ସରକାର ଏକ ଅତ୍ୟାଧୁନିକ ଡିଜିଟାଲ ବ୍ୟବସ୍ଥା ଆରମ୍ଭ କରିଛନ୍ତି । ପବିତ୍ର ରଥଯାତ୍ରାର ପୂର୍ବ ଦିନ ପୁରୀ ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ  ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅତ୍ୟାଧୁନିକ ଡିଜିଟାଲ ହୁଣ୍ଡି ‘ସମର୍ପଣ’ର ଶୁଭାରମ୍ଭ କରିଛନ୍ତି ।  ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି, "ଡିଜିଟାଲ ହୁଣ୍ଡି–'ସମର୍ପଣ' କେବଳ ଏକ ପ୍ରଯୁକ୍ତିବିଦ୍ୟା-ଭିତ୍ତିକ ସଂସ୍କାର ନୁହେଁ; ଏହା ସାରା ବିଶ୍ୱରେ ବସବାସ କରୁଥିବା କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ଭକ୍ତି ଓ ସମର୍ପଣର ଭାବକୁ ଶ୍ରୀମନ୍ଦିର ସହ ଯୋଡ଼ିବାର

15 Jul, 2026

'ସମର୍ପଣ' ଡିଜିଟାଲ ହୁଣ୍ଡିର ଶୁଭାରମ୍ଭ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱବ୍ୟାପୀ ଭକ୍ତଙ୍କ ଆଧ୍ୟାତ୍ମିକ ଆସ୍ଥାକୁ ସମ୍ମାନ ଜଣାଇ ରାଜ୍ୟ ସରକାର ଏକ ଅତ୍ୟାଧୁନିକ ଡିଜିଟାଲ ବ୍ୟବସ୍ଥା ଆରମ୍ଭ କରିଛନ୍ତି । ପବିତ୍ର ରଥଯାତ୍ରାର ପୂର୍ବ ଦିନ ପୁରୀ ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ  ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅତ୍ୟାଧୁନିକ ଡିଜିଟାଲ ହୁଣ୍ଡି ‘ସମର୍ପଣ’ର ଶୁଭାରମ୍ଭ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି, "ଡିଜିଟାଲ ହୁଣ୍ଡି–'ସମର୍ପଣ' କେବଳ ଏକ ପ୍ରଯୁକ୍ତିବିଦ୍ୟା-ଭିତ୍ତିକ ସଂସ୍କାର ନୁହେଁ; ଏହା ସାରା ବିଶ୍ୱରେ ବସବାସ କରୁଥିବା କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ଭକ୍ତି ଓ ସମର୍ପଣର ଭାବକୁ ଶ୍ରୀମନ୍ଦିର ସହ ଯୋଡ଼ିବାର ଏକ ପବିତ୍ର ଏବଂ ସ୍ୱଚ୍ଛ ସେତୁ ।"

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧