06 Jul, 2026
‘ଶ୍ରୀକ୍ଷେତ୍ରରୁ ଶାବର ଶ୍ରୀକ୍ଷେତ୍ର’ ରେଳ ଚଳାଚଳ ସୁବିଧା

‘ଶ୍ରୀକ୍ଷେତ୍ରରୁ ଶାବର ଶ୍ରୀକ୍ଷେତ୍ର’ ରେଳ ଚଳାଚଳ ସୁବିଧା

✅ପୁରୀ-କୋରାପୁଟ-ପୁରୀ ନୂଆ ଟ୍ରେନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ମାନ୍ୟବର ରେଳମନ୍ତ୍ରୀ ।
✅ଉତ୍ତର ଓଡ଼ିଶା ପାଇଁ ଏକ ନୂଆ ଟ୍ରେନ ଆରମ୍ଭ ହେବ, ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧରେ ଘୋଷଣା କଲେ ମାନ୍ୟବର ରେଳମନ୍ତ୍ରୀ ।

ଲୋକଙ୍କ ସୁବିଧାକୁ ପ୍ରାଥମିକତା ଦେଇ ‘ପୁରୀ-କୋରାପୁଟ-ପୁରୀ ନୂଆ ଟ୍ରେନ’ର ଶୁଭାରମ୍ଭ ହୋଇଛି ।  ପୁରୀ ରେଳ ଷ୍ଟେସନଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ  ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓ ମାନ୍ୟବର କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧