ୟୁ.ପି.ଏସ.ସି ଦ୍ୱାରା ପରିଚାଳିତ ସିଭିଲ ସେବା ପରୀକ୍ଷାରେ ସଫଳତା ହାସଲ କରିଥିବା କେନ୍ଦୁଝରର ଶ୍ରୀ ସାତ୍ତ୍ୱିକ ସତ୍ୟକାମ ଦେବତା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହ ସାକ୍ଷାତ କରିଛନ୍ତି ।
07 Mar, 2026

ୟୁ.ପି.ଏସ.ସି ଦ୍ୱାରା ପରିଚାଳିତ ସିଭିଲ ସେବା ପରୀକ୍ଷାରେ ସଫଳତା ହାସଲ କରିଥିବା କେନ୍ଦୁଝରର ଶ୍ରୀ ସାତ୍ତ୍ୱିକ ସତ୍ୟକାମ ଦେବତା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହ ସାକ୍ଷାତ କରିଛନ୍ତି ।

ୟୁ.ପି.ଏସ.ସି ଦ୍ୱାରା ପରିଚାଳିତ ସିଭିଲ ସେବା ପରୀକ୍ଷାରେ ସଫଳତା ହାସଲ କରିଥିବା କେନ୍ଦୁଝରର ଶ୍ରୀ ସାତ୍ତ୍ୱିକ ସତ୍ୟକାମ ଦେବତା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହ ସାକ୍ଷାତ କରିଛନ୍ତି । ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ଦେଶ ଓ ସମାଜର ଉନ୍ନତି ପାଇଁ ନିଷ୍ଠାର ସହିତ କାମ କରିବାକୁ ପରାମର୍ଶ ଦେଇଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |