ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ AIIMS ରେ ତାଙ୍କ…

25 Dec, 2025

ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ AIIMS ରେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅବଦାନକୁ ମୁଖ୍ୟମନ୍ତ୍ରୀ ମନେ ପକାଇଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଧାନ ସଂଗ୍ରହ ପ୍ରକ୍ରିୟା ସମ୍ପର୍କରେ ଏକ…

25 Dec, 2025

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଧାନ ସଂଗ୍ରହ ପ୍ରକ୍ରିୟା ସମ୍ପର୍କରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଧାନ ସଂଗ୍ରହରେ ସମ୍ପୂର୍ଣ୍ଣ ସ୍ୱଚ୍ଛତା ରହିବା ଏବଂ କୌଣସି ପରିସ୍ଥିତିରେ ଚାଷୀଙ୍କ ଅଧିକାର କ୍ଷୁର୍ଣ୍ଣ ନହେବା ନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।ଏହି ବୈଠକରେ…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଗୁରୁତ୍ୱପୂର୍ଣ୍ଣ…

24 Dec, 2025

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଲୋକଙ୍କ ସରକାରରେ ଲୋକଙ୍କ ପାଇଁ ଉତ୍ତମ ଜନସେବା ସୁନିଶ୍ଚିତ ହେଉଛି।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଭୁବନେଶ୍ୱର - କଟକ - ପୁରୀ ଅର୍ଥନୈତିକ ଅଞ୍ଚଳ ଉପରେ ଏକ…

24 Dec, 2025

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଭୁବନେଶ୍ୱର - କଟକ - ପୁରୀ ଅର୍ଥନୈତିକ ଅଞ୍ଚଳ ଉପରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିଥିଲେ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |