ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ ଜିଲ୍ଲା ଖଣିଜ ପ୍ରତିଷ୍ଠାନମାନଙ୍କ ସମ୍ବନ୍ଧରେ ଏକ…

02 Dec, 2025

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ ଜିଲ୍ଲା ଖଣିଜ ପ୍ରତିଷ୍ଠାନମାନଙ୍କ ସମ୍ବନ୍ଧରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଖଣି ଅଞ୍ଚଳରେ ପାର୍ଶ୍ୱବର୍ତ୍ତୀ ସ୍ଥାନଗୁଡ଼ିକରେ ସମ୍ପୂର୍ଣ୍ଣ ମୌଳିକ ସୁବିଧା ପ୍ରଦାନ ସହ ପ୍ରଦୂଷଣ ନିୟନ୍ତ୍ରଣ ଉପରେ ଗୁରୁତ୍ୱ ଦେଇଛନ୍ତି। 

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ '୩୬ତମ ବିଶ୍ବ ପ୍ରସିଦ୍ଧ କୋଣାର୍କ ମହୋତ୍ସବ'କୁ ଉଦ୍‌ଘାଟନ…

01 Dec, 2025

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ '୩୬ତମ ବିଶ୍ବ ପ୍ରସିଦ୍ଧ କୋଣାର୍କ ମହୋତ୍ସବ'କୁ ଉଦ୍‌ଘାଟନ କରିଛନ୍ତି । 'କୋଣାର୍କ ଉତ୍ସବ' ହେଉଛି ଆମ ଓଡ଼ିଶାର ସାଂସ୍କୃତିକ ଅସ୍ମିତାର ଏକ ଉଜ୍ଜ୍ୱଳ ପରିଚୟ। ଏହି ଉତ୍ସବ କେବଳ ଓଡ଼ିଶାର କଳା ନୁହେଁ, ବରଂ ଓଡ଼ିଶାର ସାମଗ୍ରିକ ସଂସ୍କୃତିକୁ ବିଶ୍ବ ଦରବାରରେ ପହଞ୍ଚାଇବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଛି ବୋଲି…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମହିଳା ଦୃଷ୍ଟିବାଧିତ ଟି୨୦ ବିଶ୍ୱକପ୍ ୨୦୨୫ର ଓଡ଼ିଶା ଖେଳାଳିଙ୍କୁ…

01 Dec, 2025

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମହିଳା ଦୃଷ୍ଟିବାଧିତ ଟି୨୦ ବିଶ୍ୱକପ୍  ୨୦୨୫ର ଓଡ଼ିଶା ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇବା ସହ ସମ୍ବର୍ଦ୍ଧିତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କ୍ରୀଡ଼ାବିତମାନଙ୍କ ପ୍ରଦର୍ଶନର ଉଚ୍ଚ ପ୍ରଶଂସା କରିବା ସହ ସେମାନଙ୍କ ସଫଳତା ଅନ୍ୟମାନଙ୍କ ପାଇଁ ପ୍ରେରଣା ବୋଲି କହିଛନ୍ତି।

ଓଡ଼ିଶାର ପୂର୍ବତନ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ…

01 Dec, 2025

ଓଡ଼ିଶାର ପୂର୍ବତନ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |