ନୀତି ଆୟୋଗ ରାଙ୍କିଂରେ ଓଡ଼ିଶାର ବଡ଼ ସଫଳତା, ମୁଖ୍ୟମନ୍ତ୍ରୀଙ୍କୁ ସାଂସଦଙ୍କ ଶୁଭେଚ୍ଛା

30 Jul, 2026

ନୀତି ଆୟୋଗ 'ଇନଭେଷ୍ଟମେଣ୍ଟ ଫ୍ରେଣ୍ଡଲିନେସ୍‌ ଇଣ୍ଡେକ୍ସ' (Investment Friendliness Index) ରେ ଓଡ଼ିଶା ଦେଶର ଶ୍ରେଷ୍ଠ ରାଜ୍ୟସମୂହ ମଧ୍ୟରେ ସ୍ଥାନ ପାଇଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ରାଜ୍ୟର ସାଂସଦବୃନ୍ଦ ଶୁଭେଚ୍ଛା ଜଣାଇଛନ୍ତି ।ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ, ଶିଳ୍ପ ଅନୁକୂଳ ନୀତି, ସୁଗମ…

ମହାନଦୀ ଜଳ ବିବାଦର ସ୍ଥାୟୀ ସମାଧାନ ଦିଗରେ ଓଡ଼ିଶା-ଛତିଶଗଡ଼ର ଗୁରୁତ୍ୱପୂର୍ଣ୍ଣ ବୈଠକ

30 Jul, 2026

ଆଜି ନୂଆଦିଲ୍ଲୀଠାରେ ମାନ୍ୟବର କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ଶ୍ରୀ ସି. ଆର. ପାଟିଲଙ୍କ ଅଧ୍ୟକ୍ଷତାରେ ଏବଂ ଛତିଶଗଡ଼ର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ବିଷ୍ଣୁ ଦେବ ସାଏଙ୍କ ଉପସ୍ଥିତିରେ ମହାନଦୀ ଜଳବଣ୍ଟନ ଓ ପରିଚାଳନା ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେଲି ।ଏହି ବୈଠକରେ ଓଡ଼ିଶାର ଅଧିକାର, ଚାଷୀକୂଳଙ୍କ ଭବିଷ୍ୟତ ଏବଂ ରାଜ୍ୟର ଜଳସମ୍ପଦର ସୁରକ୍ଷାକୁ…

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଜୀବନୀ ଗ୍ରନ୍ଥ ଉନ୍ମୋଚିତ, ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତି

28 Jul, 2026

ଆଜି ଭୁବନେଶ୍ୱରଠାରେ ପୂଜ୍ୟ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଜୀଙ୍କ ଜୀବନୀ ଆଧାରିତ ପୁସ୍ତକ ‘‘ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ: କୃତି ଓ ବ୍ୟକ୍ତିତ୍ୱ ’’ର ଉନ୍ମୋଚନ ଉତ୍ସବରେ ଯୋଗଦେବାର ସୌଭାଗ୍ୟ ପ୍ରାପ୍ତ ହେଲା । ‘‘ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ସ୍ମୃତିନ୍ୟାସ’’ ପକ୍ଷରୁ ପ୍ରକାଶିତ ଏବଂ ଶ୍ରୀ ବିପିନ ବିହାରୀ ନନ୍ଦ ଓ ଶ୍ରୀ…

ଜନଶୁଣାଣିରେ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ

27 Jul, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜନଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରାନ୍ତରୁ ଆସିଥିବା ନାଗରିକମାନଙ୍କ ଅଭିଯୋଗ ଶୁଣିଛନ୍ତି । ଲୋକଙ୍କ ସମସ୍ୟାର ସ୍ଥାୟୀ ପ୍ରତିକାର, ସରକାରଙ୍କ ମୁଖ୍ୟ ପ୍ରାଥମିକତା ହୋଇଥିବାବେଳେ, ସମସ୍ତ ଅଭିଯୋଗର ତୁରନ୍ତ ଓ ସମୟବଦ୍ଧ ସମାଧାନ ପାଇଁ ସମସ୍ତ ପଦକ୍ଷେପ ସୁନିଶ୍ଚିତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |