ସ୍ୱତନ୍ତ୍ର ଉନ୍ନୟନ ପରିଷଦ ସହ ମୁଖ୍ୟମନ୍ତ୍ରୀଙ୍କ ସମନ୍ୱୟ ବୈଠକ

18 Jul, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ କନଭେନସନ ସେଣ୍ଟରରେ ରାଜ୍ୟର ସ୍ୱତନ୍ତ୍ର ଉନ୍ନୟନ ପରିଷଦଗୁଡ଼ିକର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷମାନଙ୍କ ସହ ବିଚାରବିମର୍ଶ କରୁଛନ୍ତି ।

ଘୋଷଯାତ୍ରା ଅବସରରେ ଟଙ୍କତୋରାଣି ବଣ୍ଟନ କେନ୍ଦ୍ରର ଶୁଭ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ

16 Jul, 2026

ପବିତ୍ର ଘୋଷଯାତ୍ରା ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ  ମୋହନ ଚରଣ ମାଝୀ ଶ୍ରୀମନ୍ଦିର ସିଂହଦ୍ଵାର ନିକଟରେ ଟଙ୍କତୋରାଣି ବଣ୍ଟନ କେନ୍ଦ୍ରର ଶୁଭ ଉଦଘାଟନ କରିଛନ୍ତି । ଏହାସହ ସେ ନିଜେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କୁ ଶ୍ରଦ୍ଧାର ସହ ଟଙ୍କତୋରାଣି ବଣ୍ଟନ କରିଛନ୍ତି । 

'ସମର୍ପଣ' ଡିଜିଟାଲ ହୁଣ୍ଡିର ଶୁଭାରମ୍ଭ

15 Jul, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱବ୍ୟାପୀ ଭକ୍ତଙ୍କ ଆଧ୍ୟାତ୍ମିକ ଆସ୍ଥାକୁ ସମ୍ମାନ ଜଣାଇ ରାଜ୍ୟ ସରକାର ଏକ ଅତ୍ୟାଧୁନିକ ଡିଜିଟାଲ ବ୍ୟବସ୍ଥା ଆରମ୍ଭ କରିଛନ୍ତି । ପବିତ୍ର ରଥଯାତ୍ରାର ପୂର୍ବ ଦିନ ପୁରୀ ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ  ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅତ୍ୟାଧୁନିକ ଡିଜିଟାଲ ହୁଣ୍ଡି ‘ସମର୍ପଣ’ର ଶୁଭାରମ୍ଭ…

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୮ତମ ଶ୍ରାଦ୍ଧବାର୍ଷିକୀ: ମୁଖ୍ୟମନ୍ତ୍ରୀଙ୍କ ପୁଷ୍ପମାଲ୍ୟ ଅର୍ପଣ

14 Jul, 2026

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୮ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ବିଧାନସଭା ପରିସରସ୍ଥିତ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲି। ଓଡ଼ିଶାର ସ୍ୱାଭିମାନ, ସେବା, ତ୍ୟାଗ ଓ ମାନବିକତାର ପ୍ରତୀକ ଉତ୍କଳମଣିଙ୍କ ଆଦର୍ଶ ଆମ ସମସ୍ତଙ୍କ ପାଇଁ ସଦା ପ୍ରେରଣାର ଉତ୍ସ । ଲୋକକଲ୍ୟାଣ ଓ ସମାଜସେବା ପ୍ରତି ତାଙ୍କର ଅତୁଳନୀୟ…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |