IPICOL ଓ IHC ଗ୍ରୁପ୍ ମଧ୍ୟରେ ଐତିହାସିକ MoU ସ୍ୱାକ୍ଷରିତ

02 Jul, 2026

ଓଡ଼ିଶା ଶିଳ୍ପ ବିକାଶରେ ଆଉ ଏକ ନୂଆ ଅଧ୍ୟାୟ ।✅ୟୁଏଇର IHC ଗ୍ରୁପ୍ ସହ ୧.୧୦ ଲକ୍ଷ କୋଟି ଟଙ୍କାର ମେଗା ଆଲୁମିନିୟମ୍ ପ୍ରକଳ୍ପ ପାଇଁ ଏମଓୟୁ ସ୍ଵାକ୍ଷରିତ ।✅୫୩,୫୦୦ ନିଯୁକ୍ତି ସୁଯୋଗ ।✅‘ଗ୍ରୀନ୍ ମେଟାଲ୍ସ’ ଓ ପରିବେଶ ଉପଯୋଗୀ ଶିଳ୍ପାୟନର ଧାରାକୁ ସୁଦୃଢ଼ କରିବାରେ ଏହି ପ୍ରକଳ୍ପ ସହାୟକ ହେବ ।ଲୋକଙ୍କ ସରକାରରେ ଓଡ଼ିଶା ଏକ ଶିଳ୍ପ ସମୃଦ୍ଧ ଅର୍ଥନୀତିରେ ପରିଣତ…

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ଶ୍ରାଦ୍ଧ ଦିବସ ଅବସରରେ…

24 Jun, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ଶ୍ରାଦ୍ଧ ଦିବସ ଅବସରରେ ବିଧାନସଭା ପ୍ରାଙ୍ଗଣରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ ଆୟୋଜିତ ‘୧୪ ତମ ମଲ୍ଟି ଏଜେନ୍ସି ମାରିଟାଇମ୍ ସିକ୍ୟୁରିଟି…

24 Jun, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ ଆୟୋଜିତ ‘୧୪ ତମ ମଲ୍ଟି ଏଜେନ୍ସି ମାରିଟାଇମ୍ ସିକ୍ୟୁରିଟି ଗ୍ରୁପ୍ (ପଲିସି)’ ବୈଠକର ଉଦ୍‍ଘାଟନୀ ଅବସରରେ ଯୋଗ ଦେଇଛନ୍ତି । ଆମର ସମୁଦ୍ର କେବଳ ଏକ ଭୌଗୋଳିକ ସୀମା ନୁହେଁ; ଏହା ବ୍ୟାପକ ସୁଯୋଗ, ସମୃଦ୍ଧି ଏବଂ ଅନ୍ତର୍ଜାତୀୟ ସହଭାଗିତାର ପ୍ରବେଶ ପଥ ବୋଲି ଲୋକସେବା ଭବନଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମ ଅବସରରେ…

କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ରାମଦାସ ଅଠାୱଲେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ…

24 Jun, 2026

କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ରାମଦାସ ଅଠାୱଲେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟରେ ସାମାଜିକ ନ୍ୟାୟ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ସମ୍ପର୍କରେ ଆଲୋଚନା କରିଥିଲେ । ଏହି ଆଲୋଚନାରେ ସାମାଜିକ କଲ୍ୟାଣ…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |