ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ୱଲପୁର ଓ ବରଗଡ଼ ଜିଲ୍ଲାର ମାନ୍ୟବର ବିଧାୟକମାନଙ୍କ…

19 May, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ୱଲପୁର ଓ ବରଗଡ଼ ଜିଲ୍ଲାର ମାନ୍ୟବର ବିଧାୟକମାନଙ୍କ ସହିତ ରବିଧାନ ସଂଗ୍ରହ ସମ୍ପର୍କରେ ଆଲୋଚନା କରିଛନ୍ତି। ଧାନ ସଂଗ୍ରହ ବ୍ୟବସ୍ଥାର ଉତ୍ତମ ପରିଚାଳନା ସହ ଚାଷୀମାନଙ୍କୁ ସମସ୍ତ ସୁବିଧା ଯୋଗାଇ ଦେବାକୁ ରାଜ୍ୟ ସରକାର ପ୍ରତିଶୃତିବଦ୍ଧ।

ଭୁବନେଶ୍ୱରଠାରେ ଆୟୋଜିତ ହୋଇଥିବା ‘ଜୋନାଲ କନ୍‌ଫରେନ୍ସ’ରେ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟ ତରଫରୁ ଏଗ୍ରିକଲଚର ପ୍ରଡକ୍ସନ…

19 May, 2026

ଭୁବନେଶ୍ୱରଠାରେ ଆୟୋଜିତ ହୋଇଥିବା ‘ଜୋନାଲ କନ୍‌ଫରେନ୍ସ’ରେ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟ ତରଫରୁ ଏଗ୍ରିକଲଚର ପ୍ରଡକ୍ସନ କ୍ଲଷ୍ଟର ଓ କୃଷି ଉଦ୍ୟୋଗୀଙ୍କ ଦ୍ୱାରା ଶଙ୍କର ଏବଂ ଏଲିଟ୍‌ କିସମର ବିଭିନ୍ନ ପ୍ରକାରର ଆମ୍ବ ପ୍ରଦର୍ଶିତ ହୋଇଥିଲା । ବିଭିନ୍ନ ଜିଲ୍ଲାରୁ ଏବଂ କେନ୍ଦ୍ରୀୟ ଉଦ୍ୟାନ ପ୍ରଶିକ୍ଷଣ ସଂସ୍ଥା ତରଫରୁ ୩୫ରୁ ୪୦ କିସମର ଆମ୍ବ ଏଥିରେ ସ୍ଥାନ ପାଇଥିଲା।…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ…

19 May, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ରାଜ୍ୟର ଜନଜାତି କଲ୍ୟାଣ, ଆଞ୍ଚଳିକ ବିକାଶ ଏବଂ ଓଡ଼ିଶାର ପ୍ରଗତି ସମ୍ପର୍କିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟରେ ସହଯୋଗିତାମୂଳକ ଓ ଗଠନମୂଳକ ଆଲୋଚନା କରିବା ସହ କେନ୍ଦ୍ର ଓ ରାଜ୍ୟର ସମନ୍ୱିତ ପ୍ରୟାସ…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ସମ୍ବଲପୁରର ବିଭିନ୍ନ ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା କମିଟିର…

19 May, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ସମ୍ବଲପୁରର ବିଭିନ୍ନ ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା କମିଟିର ପ୍ରତିନିଧିମାନେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ କମିଟିର ସଦସ୍ୟମାନେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଆଗାମୀ  ଶୀତଳଷଷ୍ଠୀ ଯାତ୍ରା ପାଇଁ ନିମନ୍ତ୍ରଣ ଦେବା ସହ ଉତ୍ସବର ଆୟୋଜନ ସମ୍ପର୍କରେ ଆଲୋଚନା କରିଛନ୍ତି। ଓଡ଼ିଶାର ଏହି…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |