ମୁଖ୍ୟ ସଚିବ ଶ୍ରୀମତୀ ଅନୁ ଗର୍ଗ, IASଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୪୭ତମ SLSWCA ବୈଠକରେ ୩,୭୯୩.୩୩ କୋଟି ଟଙ୍କାର…

08 Jun, 2026

ମୁଖ୍ୟ ସଚିବ ଶ୍ରୀମତୀ ଅନୁ ଗର୍ଗ, IASଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୪୭ତମ SLSWCA ବୈଠକରେ ୩,୭୯୩.୩୩ କୋଟି ଟଙ୍କାର ୨୪ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ କରାଯାଇଛି ଯାହା ୧୪ଟି ଜିଲ୍ଲାରେ ୧୯,୯୨୪ଟି ନିଯୁକ୍ତି ସୃଷ୍ଟି କରିବାର ସମ୍ଭାବନା ରଖିଛି, ଯାହା ବୟନଶିଳ୍ପ, ପର୍ଯ୍ୟଟନ, ଉନ୍ନତ ଉତ୍ପାଦନ, ଲଜିଷ୍ଟିକ୍ସ ଏବଂ ସ୍ୱଚ୍ଛ ଶକ୍ତି କ୍ଷେତ୍ରରେ ଓଡ଼ିଶାର…

କ୍ରୀଡ଼ା କେବଳ, ମେଡାଲ, ରେକର୍ଡ କିମ୍ବା ଜୟ-ପରାଜୟ ମଧ୍ୟରେ ସୀମିତ ନୁହେଁ, ବରଂ ଏହା ଜୀବନରେ ଅନୁଶାସନ, ଟିମ୍ ୱାର୍କ…

07 Jun, 2026

କ୍ରୀଡ଼ା କେବଳ, ମେଡାଲ, ରେକର୍ଡ କିମ୍ବା ଜୟ-ପରାଜୟ ମଧ୍ୟରେ ସୀମିତ ନୁହେଁ, ବରଂ ଏହା ଜୀବନରେ ଅନୁଶାସନ, ଟିମ୍ ୱାର୍କ ଏବଂ ପ୍ରତିକୂଳ ପରିସ୍ଥିତିର ସାମ୍ନା କରିବାକୁ ଧୈର୍ଯ୍ୟ ଶିଖାଇଥାଏ ବୋଲି କ୍ରୀଡ଼ା ଓ ଯୁବସେବା ବିଭାଗ ଦ୍ୱାରା ଆୟୋଜିତ ଦୁଇଦିନିଆ ‘ଚିନ୍ତନ ଶିବିର’ର ଉଦ୍‌ଯାପନ ଉତ୍ସବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି। …

ଆମ ସରକାର ପ୍ରାଥମିକ ଶିକ୍ଷା ବ୍ୟବସ୍ଥାରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ସହିତ ପ୍ରତିଟି ଶିଶୁଙ୍କୁ ବିଶ୍ୱସ୍ତରୀୟ…

07 Jun, 2026

ଆମ ସରକାର ପ୍ରାଥମିକ ଶିକ୍ଷା ବ୍ୟବସ୍ଥାରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ସହିତ ପ୍ରତିଟି ଶିଶୁଙ୍କୁ ବିଶ୍ୱସ୍ତରୀୟ ଶୈକ୍ଷିକ ପରିବେଶ ଯୋଗାଇଦେବା ପାଇଁ ସଙ୍କଳ୍ପବଦ୍ଧ । ଏହି ପରିକଳ୍ପନାକୁ ସାକାର କରିବା ଦିଗରେ, ଆମ ସରକାର "ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ" ଯୋଜନା ଅଧୀନରେ ପ୍ରଥମ ପର୍ଯ୍ୟାୟରେ ୨,୨୦୦ ବିଦ୍ୟାଳୟର ବିକାଶ ପାଇଁ ବ୍ୟାପକ ଅର୍ଥ…

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଖୋର୍ଦ୍ଧା ଜିଲ୍ଲା କୁମାରବସ୍ତଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ…

07 Jun, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଖୋର୍ଦ୍ଧା ଜିଲ୍ଲା କୁମାରବସ୍ତଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅବସରରେ ଯୋଗ ଦେଇଛନ୍ତି । ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ର ଭିତ୍ତିପ୍ରସ୍ତର ସ୍ଥାପନ:- ✅ଦ୍ୱିତୀୟ ପର୍ଯ୍ୟାୟରେ ୩୦ଟି ଜିଲ୍ଲାର ୨୦୪ଟି ଆଦର୍ଶ…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |