ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର…

28 Apr, 2026

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଓଡ଼ିଆ ଭାଷା, ସାହିତ୍ୟର ସୁରକ୍ଷା ଏବଂ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ତାଙ୍କର ଉଲ୍ଲେଖନୀୟ ଅବଦାନକୁ ମାନ୍ୟବର ମୁଖ୍ୟମନ୍ତ୍ରୀ…

ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୪ତମ ଜୟନ୍ତୀ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ…

26 Apr, 2026

ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୪ତମ ଜୟନ୍ତୀ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ସହ ଓଡ଼ିଆ ଅସ୍ମିତାକୁ ଗରୀୟାନ କରିବା ଦିଗରେ ତାଙ୍କର ଅତୁଳନୀୟ ଅବଦାନକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ଅବସରରେ ମନେ…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ‘ବିଶ୍ୱ ପ୍ରାଣିଚିକିତ୍ସା ଦିବସ’ ଅବସରରେ ଭୁବନେଶ୍ୱରଠାରେ ଆୟୋଜିତ…

25 Apr, 2026

ଆଜି ‘ବିଶ୍ୱ ପ୍ରାଣିଚିକିତ୍ସା ଦିବସ’ ଅବସରରେ ଭୁବନେଶ୍ୱରଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ମୁଁ ଅତ୍ୟନ୍ତ ଆନନ୍ଦିତ। ପ୍ରାଣିଚିକିତ୍ସକମାନେ କେବଳ ପ୍ରାଣିସମ୍ପଦର ସୁରକ୍ଷା କରୁନାହାନ୍ତି, ବରଂ ସେମାନେ ଆମ ଖାଦ୍ୟ ସୁରକ୍ଷା ଓ ଜନସ୍ୱାସ୍ଥ୍ୟର ଅସଲ ପ୍ରହରୀ। ଏହି ଅବସରରେ ରାଜ୍ୟର ପ୍ରାଣିଚିକିତ୍ସା ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ୭୦ ରୁ…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ‘ବିଶ୍ୱ ପ୍ରାଣିଚିକିତ୍ସା ଦିବସ’ ଅବସରରେ ଆୟୋଜିତ ରାଜ୍ୟସ୍ତରୀୟ…

25 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ‘ବିଶ୍ୱ ପ୍ରାଣିଚିକିତ୍ସା ଦିବସ’ ଅବସରରେ  ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଏହି ଅବସରରେ ପ୍ରାଣିସମ୍ପଦ, ପ୍ରାଣିସ୍ୱାସ୍ଥ୍ୟ ଓ ମତ୍ସ୍ୟପାଳନ କ୍ଷେତ୍ରର ସାମଗ୍ରିକ ବିକାଶ ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି।  ପ୍ରାଣିସ୍ୱାସ୍ଥ୍ୟ ସେବାକୁ ସୁଦୃଢ କରିବା ପାଇଁ ଏହି…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |