ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ରାଉରକେଲା ସ୍ମାର୍ଟ ସିଟିର ସମନ୍ୱିତ ଆଦେଶ ଏବଂ ନିୟନ୍ତ୍ରଣ କେନ୍ଦ୍ର…

21 Apr, 2026

ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ରାଉରକେଲା ସ୍ମାର୍ଟ ସିଟିର ସମନ୍ୱିତ ଆଦେଶ ଏବଂ ନିୟନ୍ତ୍ରଣ କେନ୍ଦ୍ର ଉଦଘାଟନ କରିବା ସହ ଏହାର ପରିଦର୍ଶନ କରିଛନ୍ତି। ଏହି ଅବସରରେ ମାନ୍ୟବର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି, ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ  ମୋହନ ଚରଣ ମାଝୀ ଏବଂ ମାନ୍ୟବର କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଉପସ୍ଥିତ ଥିଲେ।

ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ରାଉରକେଲା ଜନଜାତି ସଂଗ୍ରହାଳୟର ଉଦଘାଟନ କରିବା ସହ ସେଠାରେ ସ୍ଥାନ…

21 Apr, 2026

ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ରାଉରକେଲା ଜନଜାତି ସଂଗ୍ରହାଳୟର ଉଦଘାଟନ କରିବା ସହ ସେଠାରେ ସ୍ଥାନ ପାଇଥିବା ଜନଜାତି ସଂସ୍କୃତି ଓ ପରମ୍ପରା ଆଦି ବୁଲି ଦେଖିଛନ୍ତି। ଏହି ଅବସରରେ ମାନ୍ୟବର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି, ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ମାନ୍ୟବର କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଉପସ୍ଥିତ ଥିଲେ।

ରାଉରକେଲାଠାରେ ଆୟୋଜିତ ‘ଆଦି ପରବ ୨୦୨୬’ କାର୍ଯ୍ୟକ୍ରମରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ,ମାନ୍ୟବର…

21 Apr, 2026

ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ରାଉରକେଲାଠାରେ ଆୟୋଜିତ ‘ଆଦି ପରବ ୨୦୨୬’ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଏହି ଅବସରରେ ମାନ୍ୟବର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି, ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ମାନ୍ୟବର କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଉପସ୍ଥିତ ଥିଲେ।  

ଓଡ଼ିଶା ଗସ୍ତ ଅବସରରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଝାରସୁଗୁଡ଼ା ବିମାନ ବନ୍ଦରଠାରେ ପହଞ୍ଚିବା…

21 Apr, 2026

ଓଡ଼ିଶା ଗସ୍ତ ଅବସରରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ  ଝାରସୁଗୁଡ଼ା ବିମାନ ବନ୍ଦରଠାରେ ପହଞ୍ଚିବା ପରେ ମାନ୍ୟବର ରାଜ୍ୟପାଳ ଶ୍ରୀ ଡକ୍ଟର ହରିବାବୁ କମ୍ଭମପାଟି ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |