ଆଜି ପବିତ୍ର ଅକ୍ଷୟ ତୃତୀୟା ଓ ରାଜ୍ୟସ୍ତରୀୟ କୃଷକ ଦିବସ ଅବସରରେ କଟକସ୍ଥିତ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ର (CRRI…

20 Apr, 2026

ଆଜି ପବିତ୍ର ଅକ୍ଷୟ ତୃତୀୟା ଓ ରାଜ୍ୟସ୍ତରୀୟ କୃଷକ ଦିବସ ଅବସରରେ କଟକସ୍ଥିତ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ର (CRRI) ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଁ ଅତ୍ୟନ୍ତ ଆନନ୍ଦିତ। ଏହି ଶୁଭ ଅବସରରେ ରାଜ୍ୟର ଅନ୍ନଦାତା ଭାଇଭଉଣୀମାନଙ୍କୁ ‘ସିଏମ-କିଷାନ’ ଯୋଜନାରେ ସହାୟତା ରାଶି ପ୍ରଦାନ କରିବା ସହ ଚାଷୀଙ୍କ ଦୁଆରମୁହଁରେ ଉନ୍ନତ ବିହନ ପହଞ୍ଚାଇବା ପାଇଁ ‘…

ଆଜି ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ। ଏହି ପବିତ୍ର ତିଥିରେ କଟକ ବିଦ୍ୟାଧରପୁର ସ୍ଥିତ କେନ୍ଦ୍ରୀୟ ଧାନ ଗବେଷଣା…

20 Apr, 2026

ଆଜି ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ। ଏହି ପବିତ୍ର ତିଥିରେ କଟକ ବିଦ୍ୟାଧରପୁର ସ୍ଥିତ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ର ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ପୂଜାର୍ଚ୍ଚନା କରିବା ସହ ଶୁଭ ଅକ୍ଷିମୁଠି ଅନୁକୂଳ କରିବାର ସୌଭାଗ୍ୟ ପ୍ରାପ୍ତ ହୋଇଛି।  ଆମ କୃଷି ସଂସ୍କୃତିର ପ୍ରତୀକ ଏହି ମହାନ ପର୍ବ କୃଷକମାନଙ୍କ ଜୀବନରେ ନୂତନ ଆଶା ଓ ଉନ୍ନତିର…

କଟକଠାରେ ଆୟୋଜିତ ରାଜ୍ୟସ୍ତରୀୟ କୃଷକ ଦିବସ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ‘ଆମ ବିହନ ରଥ’…

20 Apr, 2026

କଟକଠାରେ ଆୟୋଜିତ ରାଜ୍ୟସ୍ତରୀୟ କୃଷକ ଦିବସ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ‘ଆମ ବିହନ ରଥ’ ଏବଂ ‘କୃଷି ରଥ’ର ଶୁଭାରମ୍ଭ କରିଛନ୍ତି।

ପବିତ୍ର ଅକ୍ଷୟ ତୃତୀୟା ଓ ରାଜ୍ୟସ୍ତରୀୟ କୃଷକ ଦିବସ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ…

20 Apr, 2026

ପବିତ୍ର ଅକ୍ଷୟ ତୃତୀୟା ଓ ରାଜ୍ୟସ୍ତରୀୟ କୃଷକ ଦିବସ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସ୍ଥିତ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ରଠାରେ ଆୟୋଜିତ କୃଷି ପ୍ରଦର୍ଶନୀ ପରିଦର୍ଶନ କରିଛନ୍ତି।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |