ମାନ୍ୟବର କେନ୍ଦ୍ର ରେଳ, ଇଲେକ୍ଟ୍ରୋନିକ୍ସ ଓ ଆଇ.ଟି ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ…

19 Apr, 2026

ମାନ୍ୟବର କେନ୍ଦ୍ର ରେଳ, ଇଲେକ୍ଟ୍ରୋନିକ୍ସ ଓ ଆଇ.ଟି ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରି ବିଭିନ୍ନ ବିକାଶମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ।

ଦେଶର ପ୍ରଥମ ଉନ୍ନତ 3D ଗ୍ଲାସ୍ ସବଷ୍ଟ୍ରେଟ୍ ପ୍ୟାକେଜିଂ ସୁବିଧାର ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବରେ ମାନ୍ୟବର…

19 Apr, 2026

ଆଜି, ଓଡ଼ିଶା ମାଟିରୁ, ଭାରତ ଏହାର ଅର୍ଦ୍ଧପରିବାହୀ ଯାତ୍ରାରେ ଏକ ନିର୍ଣ୍ଣାୟକ ପଦକ୍ଷେପ ନେଇଛି। ଦେଶର ପ୍ରଥମ ଉନ୍ନତ 3D ଗ୍ଲାସ୍ ସବଷ୍ଟ୍ରେଟ୍ ପ୍ୟାକେଜିଂ ସୁବିଧାର ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବରେ ମାନ୍ୟବର କେନ୍ଦ୍ର ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଜୀଙ୍କ ସହ ଯୋଗ ଦେଇ ମୁଁ ଆନନ୍ଦିତ, ଏହା ଏକ ଐତିହାସିକ ମାଇଲଖୁଣ୍ଟ ଯାହା ଓଡ଼ିଶାକୁ ବିଶ୍ୱ…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଇନଫୋଭେଲି-ll, ଖୋର୍ଦ୍ଧାଠାରେ ‘ୱେ-ଟ୍ରାକ୍‌ ଇଣ୍ଡିଆ ପ୍ରାଇଭେଟ୍‌…

18 Apr, 2026

ରାଜ୍ୟରେ ସୁଦୃଢ଼ ହେଉଛି ଶିଳ୍ପ ଭିତ୍ତିଭୂମି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଇନଫୋଭେଲି-ll, ଖୋର୍ଦ୍ଧାଠାରେ ‘ୱେ-ଟ୍ରାକ୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌’ର ଅତ୍ୟାଧୁନିକ ମାନୁଫାକ୍ଚରିଙ୍ଗ୍ ୟୁନିଟ୍‌ର ଶୁଭ ଉଦ୍‌ଘାଟନ କରିଛନ୍ତି। ଓଡ଼ିଶା ମାଟିରୁ ଓଡ଼ିଆ ଉଦ୍ୟୋଗୀଙ୍କ ଦ୍ଵାରା ଆରମ୍ଭ ହୋଇଥିବା ଏହି ବ୍ରାଣ୍ଡ୍ ଆଜି ସ୍ମାର୍ଟ ଇନଫ୍ରାଷ୍ଟ୍ରକ୍ଚର…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତ୍ରୟୋଦଶତମ ଅନୁଗୋଳ ମହୋତ୍ସବ-୨୦୨୬ ର ଉଦ୍‌ଘାଟନ ସମାରୋହରେ ଯୋଗ…

17 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତ୍ରୟୋଦଶତମ ଅନୁଗୋଳ ମହୋତ୍ସବ-୨୦୨୬ ର ଉଦ୍‌ଘାଟନ ସମାରୋହରେ ଯୋଗ ଦେଇଛନ୍ତି। ଅନୁଗୋଳ ମାଟି ସଂସ୍କୃତି, ପରମ୍ପରା ଓ ଆତିଥ୍ୟରେ ସଦା ଅନନ୍ୟ। ଏହି ମହୋତ୍ସବ ଏହି ଅଞ୍ଚଳର ସାମୁଦାୟିକ ଏକତା ଓ ସାଂସ୍କୃତିକ ଗର୍ବକୁ ଆହୁରି ମଜଭୁତ କରୁଛି ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ କହିଛନ୍ତି। ‘ବିକଶିତ ଭାରତ-୨୦୪୭’ ଓ ‘ସମୃଦ୍ଧ…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |