ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ 'ଜାତୀୟ ଶିକ୍ଷା ନୀତି' (NEP-2020) ର କାର୍ଯ୍ୟାନ୍ୱୟନ…

02 May, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ 'ଜାତୀୟ ଶିକ୍ଷା ନୀତି' (NEP-2020) ର କାର୍ଯ୍ୟାନ୍ୱୟନ ନେଇ କନଭେନସନ ସେଣ୍ଟରଠାରେ ଆୟୋଜିତ ଦୁଇ ଦିନିଆ ଜାତୀୟସ୍ତରୀୟ କର୍ମଶାଳାରେ ଯୋଗ ଦେଇଛନ୍ତି। ଓଡ଼ିଶାର ଶୈକ୍ଷିକ ପରିବେଶରେ ଏକ ‘ବୈପ୍ଲବିକ ପରିବର୍ତ୍ତନ’ର ଆହ୍ୱାନ ଦେବାସହ ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ଭାରତର ‘ଜ୍ଞାନର ପେଣ୍ଠସ୍ଥଳୀ’…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର, ଓୟୁଏଟି କୃଷି ଶିକ୍ଷା ସଦନ ପରିସରରେ ଆୟୋଜିତ '…

01 May, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର, ଓୟୁଏଟି କୃଷି ଶିକ୍ଷା ସଦନ ପରିସରରେ ଆୟୋଜିତ 'ଆନ୍ତର୍ଜାତିକ ଶ୍ରମିକ ଦିବସ' ରାଜ୍ୟସ୍ତରୀୟ ସମାରୋହରେ ଯୋଗଦେଇ ଶ୍ରମିକ ସମାଜର ଅକ୍ଳାନ୍ତ ପରିଶ୍ରମ ଓ ତ୍ୟାଗକୁ ଗଭୀର ସମ୍ମାନ ଜଣାଇଛନ୍ତି । ଶ୍ରମିକଙ୍କ ବୃହତ୍ତର ସ୍ୱାର୍ଥକୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ :- ✅ ନିର୍ମାଣ ଶ୍ରମିକ…

ରାଜ୍ୟର ଗ୍ରାମାଞ୍ଚଳ ଗମନାଗମନ ବ୍ୟବସ୍ଥାକୁ ସୁଦୃଢ଼ କରିବା ଲକ୍ଷ୍ୟରେ ରାୟଗଡ଼ଠାରେ ଆୟୋଜିତ ସ୍ୱତନ୍ତ୍ର…

01 May, 2026

ରାଜ୍ୟର ଗ୍ରାମାଞ୍ଚଳ ଗମନାଗମନ ବ୍ୟବସ୍ଥାକୁ ସୁଦୃଢ଼ କରିବା ଲକ୍ଷ୍ୟରେ ରାୟଗଡ଼ଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର କୃଷି ତଥା ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ ଙ୍କ ଉପସ୍ଥିତିରେ ‘ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାର ଚତୁର୍ଥ ପର୍ଯ୍ୟାୟ’ (PMGSY-IV) ର…

ମାନ୍ୟବର କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ, ଗ୍ରାମୀଣ ବିକାଶ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ ଓଡ଼ିଶା ଗସ୍ତ ଅବସରରେ…

01 May, 2026

ମାନ୍ୟବର କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ, ଗ୍ରାମୀଣ ବିକାଶ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ ଓଡ଼ିଶା ଗସ୍ତ ଅବସରରେ ଆସି ଭୁବନେଶ୍ୱର ବିମାନବନ୍ଦର ଠାରେ ପହଞ୍ଚିବା ପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି ।

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |