ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭାରତ ରତ୍ନ ବାବା ସାହେବ୍ ଆମ୍ବେଦକରଙ୍କ ଜୟନ୍ତୀ ଅବସରରେ…

14 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭାରତ ରତ୍ନ ବାବା ସାହେବ୍ ଆମ୍ବେଦକରଙ୍କ ଜୟନ୍ତୀ ଅବସରରେ କେନ୍ଦୁଝରଠାରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବ ଅବସରରେ ମୁଖ୍ୟ…

13 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି। ଛାତ୍ରଛାତ୍ରୀଙ୍କ ଉଜ୍ଜ୍ଵଳ ଭବିଷ୍ୟତ ଏବଂ ଶିକ୍ଷା ଭିତ୍ତିଭୂମିର ବିକାଶକୁ ଗୁରୁତ୍ବ ଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଝୁମ୍ପୁରା ଉଚ୍ଚ ବିଦ୍ୟାଳୟ ପାଇଁ ୨୦ କୋଟି ଟଙ୍କାର ଅର୍ଥରାଶି ଘୋଷଣା କରିଛନ୍ତି। ବିଦ୍ୟାଳୟର…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସୋଆ ବିଶ୍ୱବିଦ୍ୟାଳୟରେ ଆୟୋଜିତ 'My India Budget Quest 2026…

13 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସୋଆ ବିଶ୍ୱବିଦ୍ୟାଳୟରେ ଆୟୋଜିତ 'My India Budget Quest 2026' କାର୍ଯ୍ୟକ୍ରମରେ ଆଭାସୀ ମାଧ୍ୟମରେ ଯୋଗ ଦେଇଛନ୍ତି। ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କୁ ଉଦବୋଧନ ଦେବା ସହିତ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ସାମିଲ ହୋଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ‘ବଡ଼ବିଲ୍ ବାଇପାସ ରିଙ୍ଗରୋଡ଼’ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ…

13 Apr, 2026

ପ୍ରତିଶ୍ରୁତି ପୂରଣ ହେଉଛି, ଗୁଣାତ୍ମକ ଜନସେବା ସହ ‘ସମୃଦ୍ଧ କେନ୍ଦୁଝର’ ର ଭିତ୍ତି ମଜଭୁତ ହେଉଛି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ‘ବଡ଼ବିଲ୍ ବାଇପାସ ରିଙ୍ଗରୋଡ଼’ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରି ବଡ଼ବିଲ ଅଞ୍ଚଳବାସୀଙ୍କ ବହୁ ପ୍ରତିକ୍ଷିତ ସ୍ବପ୍ନ ପୂରଣ କରିଛନ୍ତି। ଏହି ଅବସରରେ କେନ୍ଦୁଝର ଜିଲ୍ଲା ପାଇଁ ବିଭିନ୍ନ ଉନ୍ନୟନମୂଳକ…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |