ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲ୍ଲା ପୁରୁଷୋତ୍ତମପୁରସ୍ଥିତ ବି.ଏନ୍.କେ ଉଚ୍ଚ ବିଦ୍ୟାଳୟର…

28 Apr, 2026

କେନ୍ଦୁଝର ଜିଲ୍ଲା ପୁରୁଷୋତ୍ତମପୁରସ୍ଥିତ ବି.ଏନ୍.କେ ଉଚ୍ଚ ବିଦ୍ୟାଳୟର ୫୦ ବର୍ଷ ପୂର୍ତ୍ତି ତଥା ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗଦେଲି। ବିଦ୍ୟାଳୟର ପାଞ୍ଚ ଦଶନ୍ଧିର ଏହି ଗୌରବମୟ ଯାତ୍ରାକୁ ସମ୍ମାନ ଜଣାଇ ବିଦ୍ୟାଳୟର ଉନ୍ନତିକରଣ ପାଇଁ 'ପି.ଏମ. ଶ୍ରୀ' ମାନ୍ୟତା ପ୍ରଦାନ ସହ ୭ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରିଛି। ଶିକ୍ଷା ହିଁ ସବୁଠାରୁ ଶକ୍ତିଶାଳୀ…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲ୍ଲା ବଡ଼ବିଲ ଅଞ୍ଚଳର ଉଚ୍ଚବାଲିଠାରେ ୧୬୪୭ କୋଟି ଟଙ୍କା…

28 Apr, 2026

ଗୁଣାତ୍ମକ ଓ ନିରବଚ୍ଛିନ୍ନ ବିଦ୍ୟୁତ୍ ସେବା ଉପଲବ୍ଧ ହେବା ସହ କେନ୍ଦୁଝର ଜିଲ୍ଲା ହେବ ସମୃଦ୍ଧ ଶିଳ୍ପ ହବ୍‌ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ Mohan Charan Majhi କେନ୍ଦୁଝର ଜିଲ୍ଲା ବଡ଼ବିଲ ଅଞ୍ଚଳର ଉଚ୍ଚବାଲିଠାରେ ୧୬୪୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ୪୦୦/୨୨୦ କେଭି ଗ୍ରୀଡ୍ ସବ୍‌ଷ୍ଟେସନ୍‌ ଏବଂ ୫ ଟି ନୂଆ ଟ୍ରାନ୍ସମିସନ ଲାଇନର…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶା ଦିବସ ଅବସରରେ ମଧୁବାବୁଙ୍କ ପବିତ୍ର ଜନ୍ମପୀଠ ସତ୍ୟଭାମାପୁର…

28 Apr, 2026

ମଧୁବାବୁ ଓଡ଼ିଆ ସ୍ୱାଭିମାନ ଓ ଅସ୍ମିତାର ଅବିସ୍ମରଣୀୟ ମହାନାୟକ। ଗତବର୍ଷ ଓଡ଼ିଶା ଦିବସ ଅବସରରେ ତାଙ୍କ ପବିତ୍ର ଜନ୍ମପୀଠ ସତ୍ୟଭାମାପୁର ଗସ୍ତ କରି ସେହି ମହାନ୍ ବରପୁତ୍ରଙ୍କ ସ୍ମୃତି ଚାରଣ କରିବାର ପରମ ସୌଭାଗ୍ୟ ମୋତେ ମିଳିଥିଲା। ଆଜି ମଧୁବାବୁଙ୍କ ଜୟନ୍ତୀ ଅବସରରେ ସତ୍ୟଭାମାପୁରରେ ବିତାଇଥିବା ସେହି ସ୍ମରଣୀୟ ମୁହୂର୍ତ୍ତ ସ୍ମୃତିପଟରେ ଉଜ୍ଜୀବିତ। ଓଡ଼ିଆ ଜାତିର…

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର…

28 Apr, 2026

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଓଡ଼ିଆ ଭାଷା, ସାହିତ୍ୟର ସୁରକ୍ଷା ଏବଂ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ତାଙ୍କର ଉଲ୍ଲେଖନୀୟ ଅବଦାନକୁ ମାନ୍ୟବର ମୁଖ୍ୟମନ୍ତ୍ରୀ…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |