ସ୍ୱର୍ଗତ ସରଳା ଦେବୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

09 Aug, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶା ବିଧାନ ସଭା ନିକଟରେ ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପ୍ରଥମ ମହିଳା ବିଧାୟିକା ସ୍ବର୍ଗତ ସରଳା ଦେବୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି । 

ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି

09 Aug, 2026

ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶା ବିଧାନ ସଭା ନିକଟରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

09 Aug, 2026

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପବିତ୍ର ଅଗଷ୍ଟ କ୍ରାନ୍ତି ଦିବସ ଅବସରରେ ଭୁବନେଶ୍ୱରଠାରେ ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନର ଶୁଭାରମ୍ଭ କରିଛନ୍ତି ।  ଏହି ଅବସରରେ ଚଳିତ ଅଗଷ୍ଟ ୯ ରୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ପ୍ରତ୍ୟେକ ଗ୍ରାମ, ପଞ୍ଚାୟତ, ସହର, ଘର, ବିଦ୍ୟାଳୟ ଓ କାର୍ଯ୍ୟାଳୟରେ ଗୌରବର ସହ ଜାତୀୟ ପତାକା ଉଡ଼ାଇବାକୁ ମୁଖ୍ୟମନ୍ତ୍ରୀ…

ଦିଲ୍ଲୀ-ଏନ୍‌ସିଆର୍‌ରେ ଓଡ଼ିଶାର ଶିଳ୍ପ ପ୍ରସାର ଅଭିଯାନକୁ ଐତିହାସିକ ସଫଳତା: ୬୬,୩୯୨ କୋଟିର ନିବେଶ ପ୍ରସ୍ତାବ, ୫୪,…

08 Aug, 2026

ଓଡ଼ିଶା ପାଇଁ ଐତିହାସିକ ମାଇଲଖୁଣ୍ଟ: ଦିଲ୍ଲୀ-ଏନ୍‌ସିଆର୍‌ରେ ଶିଳ୍ପ ପ୍ରସାର ଅଭିଯାନର ଐତିହାସିକ ସଫଳତା, ବୃହତ୍‌ ନିବେଶ ସହ ୫୪,୧୩୫ ନିଯୁକ୍ତି ସୁଯୋଗ ।ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଦିଲ୍ଲୀ-ଏନ୍‌ସିଆର୍‌ରେ ଓଡ଼ିଶାର ଦୁଇଦିନିଆ ଶିଳ୍ପ ପ୍ରସାର ଅଭିଯାନ ଐତିହାସିକ ସଫଳତା ସହ ସମାପ୍ତ ହୋଇଛି ।  ଏହି ଅଭିଯାନ ମାଧ୍ୟମରେ ମୋଟ  …

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |