ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପର କଳେବର ସମ୍ପର୍କରେ ଲୋକସେବା ଭବନଠାରେ ବୈଠକରେ ମାନ୍ୟବର…

07 Apr, 2026

ବିଦ୍ୟାଳୟ ପାଇଁ ଜାଗା ଚିହ୍ନଟ, ବିଦ୍ୟାଳୟ ବିଲ୍‌ଡିଂର ଢାଞ୍ଚା ସମେତ ଖେଳ ପଡ଼ିଆ ନିର୍ମାଣ, ବହୁମୁଖୀ ହଲ୍ ନିର୍ମାଣ ବିଷୟରେ ବୈଠକରେ  ଆଲୋଚନା ହୋଇଛି। ଆବଶ୍ୟକତାକୁ ଦୃଷ୍ଟିରେ ରଖି ବିଦ୍ୟାଳୟମାନଙ୍କ ପାଇଁ ଅଧିକ ଜମି ଅଧିଗ୍ରହଣ କରାଯିବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ବୈଠକରେ କହିଛନ୍ତି।ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଅତିରିକ୍ତ ମୁଖ୍ୟ ଶାସନ ସଚିବ,…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ କନଭେନସନ ସେଣ୍ଟରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବଜେଟ…

07 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ କନଭେନସନ ସେଣ୍ଟରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବଜେଟ ସଚେତନତା କର୍ମଶାଳାରେ ଯୋଗ ଦେଇଛନ୍ତି।

ଆସନ୍ତା ୨୧ ତାରିଖରେ ମାନ୍ୟବର ରାଷ୍ଟ୍ରପତିଙ୍କ ରାଉରକେଲା ଗସ୍ତ ଅବସରରେ ହେବାକୁ ଥିବା କାର୍ଯ୍ୟକ୍ରମ ସମ୍ପର୍କରେ…

07 Apr, 2026

ଆସନ୍ତା ୨୧ ତାରିଖରେ ମାନ୍ୟବର ରାଷ୍ଟ୍ରପତିଙ୍କ ରାଉରକେଲା ଗସ୍ତ ଅବସରରେ ହେବାକୁ ଥିବା କାର୍ଯ୍ୟକ୍ରମ ସମ୍ପର୍କରେ ମାନ୍ୟବର କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ, ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହ ଆଲୋଚନା କରିଛନ୍ତି ।

ପୋଲିସ ମହାନିର୍ଦ୍ଦେଶକ ଲୋକସେବା ଭବନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ନିକଟରେ ରାଷ୍ଟ୍ରପତିଙ୍କ…

07 Apr, 2026

ପୋଲିସ ମହାନିର୍ଦ୍ଦେଶକ ଲୋକସେବା ଭବନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ନିକଟରେ ରାଷ୍ଟ୍ରପତିଙ୍କ 'ପୋଲିସ କଲର୍ସ ଆୱାର୍ଡ଼' ପ୍ରଦର୍ଶନ କରିଛନ୍ତି। ଆଇନ ଶୃଙ୍ଖଳା ଏବଂ ଲୋକଙ୍କ ସୁରକ୍ଷା ଦିଗରେ ପ୍ରତିବଦ୍ଧତାର ସହ କାର୍ଯ୍ୟରତ ଓଡ଼ିଶା ପୋଲିସ ହାସଲ କରିଥିବା ଏହି ମର୍ଯ୍ୟାଦାଜନକ ସମ୍ମାନ ରାଜ୍ୟ ପାଇଁ ଅତ୍ୟନ୍ତ ଗର୍ବ ଓ ଗୌରବର ବିଷୟ ବୋଲି…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |