ମହିଳା ସଶକ୍ତିକରଣ ଉପରେ ରଚନା ଲେଖି ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ମନ୍ କୀ ବାତ୍ କାର୍ଯ୍ୟକ୍ରମରେ…

03 Apr, 2026

ମହିଳା ସଶକ୍ତିକରଣ ଉପରେ ରଚନା ଲେଖି ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ମନ୍ କୀ ବାତ୍ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପ୍ରଶଂସିତ ହୋଇଥିବା କେନ୍ଦ୍ରାପଡ଼ାର ଓମ୍ ପ୍ରକାଶ ରଥ ମାନ୍ୟବର ମୁଖମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ଭେଟିଛନ୍ତି। ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ତାଙ୍କୁ ସମ୍ବର୍ଦ୍ଧିତ କରିବା ସହ ତାଙ୍କର ଉଜ୍ଜ୍ୱଳ…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓୟୁଏଟି, ଭୁବନେଶ୍ୱରସ୍ଥିତ କୃଷି ଶିକ୍ଷା ସଦନଠାରେ ଆୟୋଜିତ…

01 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓୟୁଏଟି, ଭୁବନେଶ୍ୱରସ୍ଥିତ କୃଷି ଶିକ୍ଷା ସଦନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ-୨୦୨୬ ଅବସରରେ ଯୋଗ ଦେଇ ଭାଷାଭିତ୍ତିକ ରାଜ୍ୟ ଗଠନରେ ଓଡ଼ିଶାର ଗୌରବମୟ ଇତିହାସ, ଅସ୍ମିତା ଓ ସଂକଳ୍ପକୁ ସ୍ମରଣ କରିବା ସହ ରାଜ୍ୟ ଓ ବିଶ୍ୱର ବିଭିନ୍ନ ସ୍ଥାନରେ ବସବାସ କରୁଥିବା ସମସ୍ତ ଓଡ଼ିଆଙ୍କୁ ଆନ୍ତରିକ ଅଭିନନ୍ଦନ…

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବାବାସାହେବ ଭୀମ୍ ରାଓ ଆମ୍ବେଦକର ବସ୍ ଟର୍ମିନାଲ୍, ଭୁବନେଶ୍ୱରଠାରେ…

01 Apr, 2026

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବାବାସାହେବ ଭୀମ୍ ରାଓ ଆମ୍ବେଦକର ବସ୍ ଟର୍ମିନାଲ୍, ଭୁବନେଶ୍ୱରଠାରେ VFS ଗ୍ଲୋବାଲ୍ ଭିସା ସେବା କେନ୍ଦ୍ରର ଶୁଭାରମ୍ଭ କରିଛନ୍ତି। ଏହା ରାଜ୍ୟବାସୀଙ୍କ ପାଇଁ ଆନ୍ତର୍ଜାତିକ ଭିସା ଆବେଦନ ସେବାକୁ ସହଜ କରିବା ସହ ବିଶ୍ୱସ୍ତରୀୟ ସଂଯୋଗକୁ ଆହୁରି ସୁଦୃଢ଼ କରିବ।ଏହି କେନ୍ଦ୍ର ସ୍ଥାପିତ ହେବାଦ୍ବାରା ସମଗ୍ର ବିଶ୍ବ ସହିତ…

ପବିତ୍ର ଓଡ଼ିଶା ଦିବସ ଅବସରରେ ଆଜି ପୁରୀ ଜିଲ୍ଲାର ସୁଆଣ୍ଡୋଠାରେ ଆୟୋଜିତ ରାଜ୍ୟସ୍ତରୀୟ ଉତ୍ସବରେ ମାନ୍ୟବର…

01 Apr, 2026

ପବିତ୍ର ଓଡ଼ିଶା ଦିବସ ଅବସରରେ ଆଜି ପୁରୀ ଜିଲ୍ଲାର ସୁଆଣ୍ଡୋଠାରେ ଆୟୋଜିତ ରାଜ୍ୟସ୍ତରୀୟ ଉତ୍ସବରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି। ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୁଣ୍ୟ ଜନ୍ମପୀଠରେ ପହଞ୍ଚି ମାନ୍ୟବର ମୁଖ୍ୟମନ୍ତ୍ରୀ ପ୍ରଥମେ ଗୋପବନ୍ଧୁଙ୍କ ଷଠୀଘର ଓ କୂଳଦେବତା ଶ୍ରୀ ରାଧା ବିନୋଦ ବିହାରୀଙ୍କ ମନ୍ଦିର ଦର୍ଶନ କରିଥିଲେ। ଏହି…

ସଦ୍ୟ ସମାଚାର

ଅଧିକ...

ଯୋଗାଯୋଗ

ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ , ଲୋକସେବା ଭବନ, ସଚିବାଳୟ ମାର୍ଗ ,
ଭୁବନେଶ୍ୱର, ଓଡ଼ିଶା- ୭୫୧୦୦୧

ଅଭିଯୋଗ ପଞ୍ଜିକରଣ

ନାଗରିକଙ୍କ ଅଭିଯୋଗର ସମାଧାନ ଆମର ପ୍ରାଥମିକତା, ଆପଣ ନିଜ ସୁବିଧା ଅନୁସାରେ ଅଭିଯୋଗ ପଞ୍ଜୀକରଣ କରିପାରିବେ |